ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୪ ଟି ବସ୍
ଭଦ୍ରକ: ଭଦ୍ରକ ଜିଲ୍ଲା ଡାହାଣୀଗଡ଼ିଆ ଛକ ନିକଟ ହରିଶଙ୍କର ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳିଗଲା ୪ଟି ବସ୍ ଓ ଗୋଟିଏ ସ୍କୋର୍ପିଓ ଗାଡି । ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛନ୍ତି ଅଗ୍ନିଶମ ବାହିନୀ
ସୂଚନାନୁସାରେ, ଗତକାଲି ବିଳମ୍ବିତ ରାତିରେ…