‘ପୋଲିସ ବଳରେ କ୍ରୀଡା ପ୍ରତିଯୋଗିତା ସୁସ୍ଥ, ଶୃଙ୍ଖଳିତ ଓ ପ୍ରେରଣାଦାୟକ ପରିବେଶ ଗଠନ କରୁଛି’
କେନ୍ଦୁଝର: ୭୮ତମ ରାଜ୍ୟ ପୋଲିସ ପୁରୁଷ କବାଡି ଚାମ୍ପିୟାନସିପ୍ ଓ ଦଶମ ପୋଲିସ ହ୍ୟାଣ୍ଡବଲ ଚାମ୍ପିୟାନସିପ୍ ଉଦ୍ଯାପନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ କହିଥିଲେ ଯେ, ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଗେମରେ ସେମାନଙ୍କର ଉତ୍କୃଷ୍ଟ…