ପରଲୋକରେ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ
ଭୁବନେଶ୍ୱର: ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗତ ତିନି ତାରିଖରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଡାକ୍ତରଖାନାରେ…