Latest Odisha News

BREAKING NEWS

ଆସନ୍ତାକାଲିଠୁଁ କାଉଣ୍ଟରରେ ମିଳିବ ଦେଶୀ ମଦ

ଭୁବନେଶ୍ୱର: ଆଉଟ ଷ୍ଟିଲ୍ (ଓଏସ) ମଦ ଏବଂ ଇଏନଏ ଦେଶୀ ମଦ (ସିଏଲ) ବିକ୍ରି ଲାଗି ଆସନ୍ତାକାଲିଠାରୁ ଓଡ଼ିଶାର ମଦ କାଉଣ୍ଟର ଗୁଡ଼ିକରେ ଉପଲବ୍ଧ ହେବାନେଇ ଅବକାରୀ ବିଭାଗ ସୋମବାର ଦିନ ସୂଚନା ପ୍ରଦାନ କରିଛି । ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ସୂଚନାଦେଇ କୁହାଯାଇଛି ଯେ, ହୋମ୍ ଡେଲିଭରି…

ଆସିଲା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍ ବେଚାରା’ର ଟ୍ରେଲର

ମୁମ୍ବାଇ: ରିଲିଜ ହୋଇଛି ବହୁ ପ୍ରତିକ୍ଷିତ ବଲିଉଡ ଅଭିନେତା ସ୍ୱର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍ ବେଚାରା’ର ଟ୍ରେଲର । କରୋନା ଭାଇରସ ଯୋଗୁଁ ଏହି ଫିଲ୍ମକୁ ଥିଏଟର ନୁହେଁ ବରଂ ଅନ୍‌ଲାଇନ୍ ଡିଜ୍‌ନୀ ପ୍ଲସ୍ ହଟ୍‌ଷ୍ଟାରରେ ଆସନ୍ତା ୨୪ ଜୁଲାଇରେ ରିଲିଜ ହେବ । ଏହି ଫିଲ୍ମର…

କରୋନା କ୍ରିଏଟିଭିଟି : ଅନୁଷ୍କା ମହାନ୍ତିଙ୍କ ସଙ୍ଗୀତ ଗାନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in  ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କରୋନା କ୍ରିଏଟିଭିଟି : ଅଂଶୀ ଦାସଙ୍କ କବିତା ଆବୃତ୍ତି

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in  ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

କଟକରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ

କଟକ: ସୋମବାର କଟକ ଜିଲ୍ଲାରୁ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାରି ଭିତରେ ୩ ଜଣ ସିଏମ୍‌ସି ଅଂଚଳର ଅଛନ୍ତି । ଏନେଇ କଟକ ମହାନଗର ନିଗମ ଟୁଇଟ୍ କରି ସୂଚନା ଦେଇଛି । ସିଏମସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ପେଡ୍ କ୍ୱାରେଣ୍ଟାଇନରେ ୬୨ ବର୍ଷୀୟ…

ଆୟୁଷ ନିର୍ଦ୍ଦେଶକଙ୍କ ନାଁରେ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର: ଆୟୁଷ ନିର୍ଦ୍ଦେଶକଙ୍କ ନାଁରେ ଆସିଛି ଅସଦାଚରଣ ଭଳି ସଙ୍ଗୀନ ଅଭିଯୋଗ । ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀଙ୍କ ନାଁରେ କାର୍ଯ୍ୟାଳୟର ଜଣେ ମହିଳା ଅସଦାଚରଣ ଅଭିଯୋଗ ଆଣିଛନ୍ତି । ଅଶ୍ଳୀଳ ମ୍ୟାସେଜ ପଠାଇବା ସହ ମାନସିକ ସ୍ତରରେ ନିର୍ଯାତନା ଦେଉଥିବା ମହିଳା ଜଣକ ଅଭିଯୋଗ…

କରୋନା କ୍ରିଏଟିଭିଟି : ଅନନ୍ୟା ନାୟକଙ୍କ ସଙ୍ଗୀତ ଗାନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in  ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣା: ଜେଲ୍ ଗଲେ ବୀରମିତ୍ରପୁର ଆଇଆଇସି

ସୁନ୍ଦରଗଡ଼: ନାବାଳିକା ଦୁଷ୍କର୍ମ, ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନାର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସୋମବାର ଦିନ ସ୍ୱତନ୍ତ୍ର ପୋକସୋ (ପ୍ରୋଟେକ୍ସନ ଅଫ ଚିଲଡ୍ରେନ ଫ୍ରମ ସେକ୍ସୁଆଲ ଅଫେନ୍ସ) କୋର୍ଟ ଶ୍ରୀ ମାଝୀ ଗିରଫ ହେବା…

ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା: ନିର୍ଦ୍ଦେଶକ ସଂଜୟ ଲୀଲା ଭଂସାଲୀଙ୍କୁ ଜେରା

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟାକୁ ଅନେକ ଦିନ ବିତି ଗଲାଣି । ତଥାପି ତାଙ୍କ ମୃତ୍ୟୁ ଉପରୁ ହଟୁନି ସସ୍‌ପେନ୍ସ । ଏନେଇ ମୁମ୍ବାଇ ବାନ୍ଦ୍ରା ପୋଲିସ ଆଜି ନିର୍ଦ୍ଦେଶକ ସଂଜୟ ଲୀଲା ଭଂସାଲୀଙ୍କୁ ଜେରା କରିଛି । ପୋଲିସ ତାଙ୍କୁ ପଚରାଉଚରା କରି ତାଙ୍କ ବୟାନ ରେକର୍ଡ…

ମାସ୍କ, ପିପିଇ କିଟ୍ ଭଳି ମୋବାଇଲ କିଣାରେ ଦୁର୍ନୀତି ହୋଇଛି : ରାଜ୍ୟ କଂଗ୍ରେସ

ଭୁବନେଶ୍ୱର: କୋଭିଡ ସାମଗ୍ରୀ କିଣାରେ ଦୁର୍ନୀତି ନେଇ ବାରମ୍ବାର ଅଭିଯୋଗ ଆଣିବା ପରେ ଆଜି ମୋବାଇଲ କିଣାରେ ବି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ରାଜ୍ୟ କଂଗ୍ରେସ । କେନ୍ଦ୍ର ସରକାର ପ୍ରଦାନ କରିଥିବା ସ୍ପେଶିଫିକେସନ୍‌କୁ ବଦଳାଇ ରାଜ୍ୟ ସରକାର ମୋବାଇଲ କିଣିଛନ୍ତି ବୋଲି ସାମ୍ବାଦିକ…