ପୋଲିସକୁ ବଡ ସଫଳତା, ଗ୍ୟାଙ୍ଗଷ୍ଟାର ବିକାଶ ଦୁବେର ସହଯୋଗୀ ଗିରଫ
କାନପୁର: ସାରା ଦେଶରେ ଚହଳ ସୃଷ୍ଟି କରିଥିବା ପୋଲିସ କର୍ମୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେର ସହଯୋଗୀ ଦୟାଶଙ୍କର ଅଗ୍ନିହୋତ୍ରୀଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି । ତାଙ୍କ ଉପରେ ୨୫୦୦୦ ଟଙ୍କା ପୁରସ୍କାର ରାଶି ରଖାଯାଇଥିଲା । ଦୟାଶଙ୍କର ଫେରାର ଥିବା ବିକାଶ ନିକଟରେ ପହଂଚିବାରେ…