କନ୍ଧମାଳରେ ପୋଲିସ-ମାଓବାଦୀ ଗୁଳି ବିନିମୟ; ୪ କ୍ୟାଡର ମାଓବାଦୀ ନିହତ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ଫରେଷ୍ଟ ଅଞ୍ଚଳ ନିକଟରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ଯାହାଫଳରେ ୪ ଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ନେଇ ଓଡିଶା ପୋଲିସ ପକ୍ଷରୁ ସୂଚନା ମିଳିଛି।
ପ୍ରାପ୍ତ ସୂଚନାନୁଯାୟୀ ଆଜି ସକାଳ ସମୟରେ ମାଓବାଦୀ ମାନେ କନ୍ଧମାଳ…