Latest Odisha News

BREAKING NEWS

ନୀଳାଦ୍ରି ବିଜେ: ସୁଆଦିଆ ରସଗୋଲାରେ ହେବ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ଭାରତୀୟ ପୁରାଣ ଶାସ୍ତ୍ରରେ ମହାଲକ୍ଷ୍ମୀ ହେଲେ ଜଣେ ଦେବୀ । କିନ୍ତୁ ଶ୍ରୀକ୍ଷେତ୍ର ଶ୍ରୀମନ୍ଦିରର ଲକ୍ଷ୍ମୀ ସାଆନ୍ତାଣୀ ହେଲେ ପ୍ରଥମେ ଜଣେ ପତ୍ନୀ ଓ ପରେ ଦେବୀ । ଏଠାରେ ମହାଲକ୍ଷ୍ମୀଙ୍କର ତାଙ୍କ ସ୍ୱାମୀ…

ପାଟଣାରେ ଶ୍ରାବଣ ସୋମବାରରେ କାଉଡିଆଙ୍କୁ ଜଳଲାଗି ମନା

ବିହାର: ପାଟଣା ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ଶ୍ରାବଣ ମାସରେ ଜଳଲାଗି ପାଇଁ କାଉଡିାଙ୍କୁ ମନା ହୋଇଛି ଶିବ ମନ୍ଦିର । ପାଟଣା ଜିଲ୍ଲାରେ ଥିବା ଶିବ ମନ୍ଦିର ସବୁ ଆସନ୍ତା ଅଗଷ୍ଟ ୪ ତାରିଖ ଯାଏଁ ବନ୍ଦ ରଖିବାକୁ ଘୋଷଣା…

ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨୨ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୬,୪୮,୩୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନା ଚିକିତ୍ସା ପାଇଁ ସରକାରଙ୍କ ନୂଆ ଗାଇଡଲାଇନରେ କ’ଣ ଅଛି ? ଜାଣନ୍ତୁ

କରୋନା ସଂକ୍ରମିତ ଗୁରୁତର ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ଏଣିକି ଗୁରୁତର କରୋନା ରୋଗୀଙ୍କୁ ଦିଆଯାଉଥିବା ଆଣ୍ଟିଭାଇରାଲ୍ ଔଷଧ ରେମଡେସିଭିକୁ ପାଞ୍ଚ ଦିନ ଦିଆଯିବ ।…

ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ରଚିଲା ପାରାଦୀପ ବନ୍ଦର

ପାରାଦୀପ: ଭାରତରେ ପଣ୍ୟ ପରିବହନ କ୍ଷେତ୍ରରେ ଇତିହାସ ସୃଷ୍ଟି କରିଛି ପାରାଦୀପ ବନ୍ଦର। କାନଡଲାର ଦିନଦୟାଲ ବନ୍ଦରକୁ ପଛରେ ପକାଇ ପଣ୍ୟ ପରିବହନ ରେ ଏକ ନମ୍ବର ସ୍ଥାନ ହାସଲ କରିଛି ପାରାଦୀପ ବନ୍ଦର। Congratulate @paradipport for becoming No-1 major #port for cargo handling…

ଗଲଓ୍ୱାନ ସହିଦଙ୍କ ନାଁରେ ନାମିତ ହେବ କୋଭିଡ୍ ହସ୍ପିଟାଲ ଓ୍ୱାର୍ଡ

ନୂଆଦିଲ୍ଲୀ: ନିଉ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ କୋଭିଡ-୧୯ ହସ୍ପିଟାଲର ଓ୍ୱାର୍ଡ ନାଁ ଗଲଓ୍ୱାନ ଘାଟିରେ ସହିଦ ବୀର ଯବାନଙ୍କ ନାଁ ଅନୁସାରେ ନାମିତ କରାଯିବ । ଡିଆରଡିଓ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଯବାନଙ୍କ ବଳିଦାନ ଓ ସେମାନଙ୍କୁ ସମ୍ମାନ ଜଣାଇ ନିଉ ସର୍ଦ୍ଦାର ବଲ୍ଲଭଭାଇ ପଟେଲ କୋଭିଡ…

ରାଜ୍ୟର ଏହିସବୁ ଜିଲ୍ଲାରେ ଆଜି ଓ କାଲି ସଟ୍‌ଡ଼ାଉନ୍‌

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଦିନ ଯେଉଁସବୁ ଜିଲ୍ଲା ଗୁଡ଼ିକରେ ସଟ୍‌ଡ଼ାଉନ୍ ବଳବତ୍ତର ରହିବା ନେଇ ନିଷ୍ପତ୍ତି ଗ୍ରହଣ କରିଥିଲେ ସେହିସବୁ ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍‌ଡ଼ାଉନ୍ କରାଯାଇଛି । ଆଜି ଓ କାଲି ଏହିସବୁ ଜିଲ୍ଲାରେ ବଳବତ୍ତର ରହିବ ସଟ୍‌ଡ଼ାଉନ…

ଆଜି ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ

ଭୁବନେଶ୍ୱର: ରଥ ଉପରେ ବିଜେ କରିଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଯାଇଥିବା ବେଳେ ଶନିବାର ଦିନ ନୀଳାଦ୍ରି ବିଜେ କରୁଛନ୍ତି ଶ୍ରୀଜୀଉ। ପରମ୍ପରା ଅନୁଯାୟୀ ସୁନାବେଶ ଓ ଅଧରପଣା ଭୋଗର ଠିକ୍ ପରଦିନ ଶ୍ରୀଜିଉଙ୍କମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ…

ଆସନ୍ତା ଜୁଲାଇ ୭ରୁ ୧୦ ଦିନ ଲାଗି ବୁଗୁଡା ସହର ସଟଡାଉନ

ବୁଗୁଡା: ବୁଗୁଡା ସହରରେ ପୋଲିସ ବାହିନୀ, ଅଗ୍ନିଶମ ବିଭାଗ, ବ୍ଲକ ଜେଇ କରୋନା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ୧୦ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ପୂର୍ବରୁ ବୁଗୁଡା ପୂର୍ତ୍ତବିଭାଗ ଡାକ ବଙ୍ଗଳା ପରିସରରେ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୪-୭-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୪ ରିଖ ଶନିବାର  ମିଥୁନ ୨୦ ଦିନ ଆଷାଢ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ ପୂର୍ଣ୍ଣିମା ତିଥି    ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର ଘାତ ବାର :- ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର :-…