ଦରମା ମିଳିବା ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ‘ଆମ ବସ୍’ ଡ୍ରାଇଭର
ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲେ ‘ଆମ ବସ୍’ ଡ୍ରାଇଭର । ସୋମବାର ଦରମା ମିଳିବ ନେଇ ‘CRUT’ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ । ସୂଚନାଥାଉକି, ଆଜି ପୋଖରୀପୁଟ ଡିପୋର ୪୩ଟି ବସ ବନ୍ଦ ରହିଥିଲା । ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼…