ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୨୦୩ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସୁସ୍ଥ ହୋଇଥିବା ୨୦୩ ଜଣଙ୍କ ମଧ୍ୟରୁ ୩୮ ଜଣ ଗଞ୍ଜାମରୁ, ୩୭ ଜଣ ଖୋର୍ଦ୍ଧା, ୧୯ ଜଣ ଗଜପତି, ୧୮ ଜଣ କଟକ, ୧୮ ଜଣ…