ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ନୟାଗଡ, ଢେଙ୍କାନାଳ, ଦେବଗଡ, ରାୟଗଡା, କୋରାପୁଟ, ଗଜପତି,…