୧୦୦ତମ ଟେଷ୍ଟରେ ରୁଟଙ୍କ ଶତକ: ଇଂଲଣ୍ଡ ୨୬୩/୩
ଚେନ୍ନାଇ: ଏଠାରେ ଆରମ୍ଭ ହୋଇଥିବା ଭାରତ-ଇଂଲଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟରେ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭ୍ରମଣକାରୀ ଦଳ ସୁବିଧାଜନକ ସ୍ଥିତିରେ ରହିଛି । କ୍ୟାରିୟରର ୧୦୦ତମ ଆନ୍ତର୍ଜାତୀୟ ଟେଷ୍ଟ ଖେଳୁଥିବା ଜୋ ରୁଟଙ୍କ ଚମତ୍କାର ଶତକ ବଳରେ ଇଂଲଣ୍ଡ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇକେଟ…