Latest Odisha News

BREAKING NEWS

କମିଲା କରୋନା ଡେଥ୍ କେସ୍: ୨୪ ଘଣ୍ଟାରେ ରାଜ୍ୟରୁ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛୁ କରୋନା । କମିଲା ଦୈନିକ ମୃତ୍ୟୁସଂଖ୍ୟା । ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ୪ ଜଣଙ୍କର ଜୀବନ ନେଇଛି । ମାତ୍ର ତିନିଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ…

ବାରାଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗମନରେ କାଶୀର ପ୍ରତ୍ୟେକ ଘରେ ଜଳିବ ଦୀପ

ବାରାଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦ ତାରିଖ ଅର୍ଥାତ୍‌ ଆସନ୍ତା କାଲି ଦେବ ଦୀପାବଳୀ ଅବସରରେ ତାଙ୍କ ସଂସଦ ନିର୍ବାଚନମଣ୍ଡଳୀ ବାରାଣାସୀକୁ ଆସୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସମଗ୍ର ସହରରେ ଉତ୍ସାହର ବାତାବରଣ ଦେଖିବାକୁ ମିଳିଛି। କାଶୀରେ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୫୧୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ୪୦ ହଜାର ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୈନିକ ୬୦୦-୭୦୦ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ କରୋନା ସଂକ୍ରମିତ ହୋଇଛନ୍ତି ୫୧୮ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୯୭ ଜଣ ଅଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ବା ସ୍ଥାନୀୟ…

ବିଧାନସଭାରେ ଉଠିଲା ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗ

ଭୁବନେଶ୍ୱର: ଜନ ବିରୋଧୀ କାର୍ଯ୍ୟ ଯୋଗୁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯିବା ପରେ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇଛି କଂଗ୍ରେସ । ଦଳର ବିଧାୟକ ଅଭିଯୋଗ କରିଛନ୍ତି, ଶାସକ ବିଜେଡି ଦଳର ବହୁତ…

ୱାଜିଦଙ୍କ ମୃତ୍ୟୁ ପରେ ପରିବାର ଧର୍ମ ପରିବର୍ତ୍ତନ କରିବାକୁ ବାଧ୍ୟ କରିଥିବା ଅଭିଯୋଗ ଆଣିଛନ୍ତି ପତ୍ନୀ କମଲରୁଖ

ମୁମ୍ବାଇ: ଦୀର୍ଘ ଦିନର ଅସୁସ୍ଥତା ପରେ ବଲିଉଡ୍‌ର ପ୍ରସିଦ୍ଧ ନିର୍ଦ୍ଦେଶକ ୱାଜିଦ୍ ଖାନଙ୍କ ମୃତ୍ୟୁ ୧ ଜୁନ୍ ୨୦୨୦ ରେ ହୋଇଥିଲା। ଏହା ପରେ ସାଜିଦ-ୱାଜିଦଙ୍କ ପ୍ରସିଦ୍ଧ ଯୋଡି ସବୁଦିନ ପାଇଁ ବିଚ୍ଛିନ୍ନ ହୋଇଯାଇଥିଲା। କିନ୍ତୁ ୱାଜିଦଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ କମଲରୁଖଙ୍କ ଜୀବନ…

ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ

ଭୁବନେଶ୍ୱର: ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ଯୋଗୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଛି । ତତ୍କାଳ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ…

ଅଭିନେତ୍ରୀ ଦିବ୍ୟା ଭଟନାଗର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଅଭିନେତ୍ରୀ ଦିବ୍ୟା ଭଟନାଗର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଭିନେତ୍ରୀଙ୍କ ମା ଏବଂ ଭାଇ ସେମାନଙ୍କର ଖରାପ ସ୍ୱାସ୍ଥ୍ୟ ବିଷୟରେ ଜାଣିବା ପରେ ଦିଲ୍ଲୀରୁ ମୁମ୍ବାଇରେ ପହଞ୍ଚିଛନ୍ତି। ଦିବ୍ୟାଙ୍କ ମା ଅଭିନେତ୍ରୀଙ୍କ ଅବସ୍ଥା ବିଷୟରେ ଯେ ଦିବ୍ୟାଙ୍କ ଅବସ୍ଥା ଗୁରୁତର ଅଛି…

କିପରି ଆରମ୍ଭ ହେଲା ବିଶାଲ-ଶେଖରଙ୍କ ସଂଗୀତ ଯାତ୍ରା, କାହିଁକି ତାଙ୍କୁ ସଫଳ ଯୋଡି ଭାବେ ବିବେଚନା କରାଯାଏ

ମୁମ୍ବାଇ: ଗାୟକ ଶେଖର ରବିଜାନି ବଲିଉଡର ଜଣେ ଚର୍ଚ୍ଚିତ ସଙ୍ଗୀତ ନିର୍ଦ୍ଦେଶକ। ଆଜି ହେଉଛି ତାଙ୍କ ୪୨ ତମ ଜନ୍ମଦିନ।  କିନ୍ତୁ ଶେଖରଙ୍କୁ କେତେବେଳେ ବି ଏକୁଟିଆ ଦେଖିବାକୁ ମଳି ନଥାଏ। କାରଣ ତାଙ୍କ ସାଙ୍ଗେ ସବୁବେଳେ ଥାନ୍ତି ତାଙ୍କ ପାଟର୍ନର୍‌ ବିଶାଲ୍‌ ଦଦ୍‌ଲାନି। ବିଶାଲ-ଶେଖରଙ୍କ ଯୋଡି…

ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ହାତାହାତି, ଆକ୍ରମଣରେ ୪ ଜଣ ଆହତ

ବାଲେଶ୍ୱର: ଡକାୟତଙ୍କ ସହ ଗାଁ ଲୋକଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ । ଆକ୍ରମଣ ଓ ପ୍ରତିଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ହରିଡାପଡା ଅଞ୍ଚଳରେ ଗତକାଲି ରାତିରେ ଘଟିଛି ଏହି ଘଟଣା । ଗାଁର ସୁଦାମ ଚରଣ ବାଉଲି ରାତିରେ ଘରକୁ ଫେରିବା ରାସ୍ତାରେ ପିତାକାଳିଆ ଛକ…

ସୋନପୁର ସବୁଠୁ ଥଣ୍ଡା ସହର, ୧୦ଟି ସହରରେ ୧୫ ଡିଗ୍ରୀରୁ କମ୍ ତାପମାତ୍ରା

ଭୁବନେଶ୍ୱର: କମୁଛି ପାରଦ, ବଢୁଛି ଥଣ୍ଡା । ଫୁଣି ଥରେ ଫେରିଲା ଶୀତ । ପାଖାପାଖି ଅଧା ଜିଲ୍ଲାରେ ତାପମାତ୍ରା ଖସିବାରେ ଲାଗିଛି । ୧୨ଟି ସହରରେ ପାରଦ ୧୫ ଡିଗ୍ରୀ କିମ୍ୱା ତାଠାରୁ କମ୍ ରେକର୍ଡ କରାଯାଇଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା…