Latest Odisha News

BREAKING NEWS

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଜଗତସିଂହପୁରର ୧୫ ଟି ମନ୍ଦିରରେ ଲାଗୁ ହେଲା ୧୪୪ ଧାରା

ଜଗତସିଂପୁର: କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜନସମାଗମ କୁ ଏଡ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ୧୫ ଟି ମନ୍ଦିରରେ ୧୪୪ ଧାରା ଜାରି କରାଯାଇଛି। ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଦେଇଥିବା ସୂଚନା ଅନୁଯାୟୀ, ଜିଲ୍ଲାରେ ୩୦ ନଭେମ୍ବର…

ଅଣ୍ଟା ବିନ୍ଧା ହେଉଛି କି? ଜାଣନ୍ତୁ କ’ଣ କରିବେ

ଭୁବନେଶ୍ୱର: ପରିବର୍ତ୍ତିତ ଜୀବନ ଶୈଳୀ ପାଇଁ ଅନେକ ରୋଗ ମଣିଷକୁ ଆକ୍ରାନ୍ତ କରୁଛି। ଦୀର୍ଘ ସମୟ ଧରି ଅଫିସରେ ବସି ରହିବା ହେଉ କି ଅଧିକ ସମୟ ବାଇକ୍‌ ଚଲାଇବା ଅଥବା ମେଦ ବହୁଳତା ପାଇଁ ମଧ୍ୟ ଅଣ୍ଟା ଓ କାନ୍ଧ ବିନ୍ଧିବା ଏବେ ଲୋକଙ୍କର ଯେପରି ଏକ ଅଭ୍ୟାସରେ ପରିଣତ ହୋଇଗଲାଣି। କଷ୍ଟ କମ୍‌ ପାଇଁ…

ରାଜା ହେବ ତ ଏମିତି, ପ୍ରତିବର୍ଷ ନୂତନ ପତ୍ନୀ

ଲୋମ୍ବାମ୍ବା: ଆଗକାଳରେ ଯୁଗରେ ରାଜାମାନେ ରାଜକୀୟ ଜୀବନ କାଟୁଥିଲେ । ସେ ସମୟରେ ସେମାନେ ଏକାଧିକ ପତ୍ନୀଙ୍କ ସହ ରହୁଥିଲେ । ତେବେ ଆଜିକାଲି ଯୁଗରେ ମଧ୍ୟ ଏ ଭଳି ଜୀବନ ବିତାଉଛନ୍ତି ସ୍ୱାଜିଲାଣ୍ଡ ରାଜା ମାସ୍ୱାତି ୩ । ବର୍ତମାନ ସୁଦ୍ଧା ତାଙ୍କର ୧୫ ପତ୍ନୀ ଅଛନ୍ତି । ଜଣେ ମୃତ୍ୟୁବରଣ…

ଆନ୍ଦୋଳନରତ କୃଷକଙ୍କୁ ଗୃହମନ୍ତ୍ରୀଙ୍କ ବାର୍ତ୍ତା, କେନ୍ଦ୍ର ସରକାର ଆଲୋଚନା ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରୁଥିବା କୃଷକଙ୍କୁ ବାର୍ତ୍ତା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି, ଚାଷୀଙ୍କ ସହ ଆଲୋଚନା ପାଇଁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି । କେନ୍ଦ୍ର ସରକାର ଚାଷୀଙ୍କ ପ୍ରତ୍ୟେକ ସମସ୍ୟା ଓ ଦାବି ଉପରେ ବିଚାର କରିବାକୁ…

ମୋଦିଙ୍କ ମିଶନ ଭ୍ୟାକସିନ୍: ଦେଶର ୩ଟି ଲ୍ୟାବରେ ଟିକା ଉତ୍ପାଦନର କଲେ ସମୀକ୍ଷା

ନୂଆଦିଲ୍ଲୀ: କରୋନା ମହାମାରୀରୁ ମୁକୁଳିବା ପାଇଁ ସାରା ବିଶ୍ବ ଟିକା ପ୍ରସ୍ତୁତିରେ ଲାଗିଛି । ଅନେକ ଟିକା ଉତ୍ପାଦନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭାରତରେ ବି ଟିକା ଉତ୍ପାଦନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଦେଶର ତିନିଟି ଲ୍ୟାବରେ ଟିକା ଉତ୍ପାଦନର ସମୀକ୍ଷା…

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏଆଇଜି ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭରସିଟି ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନ୍ଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ସୋଆର…

ଆଇଏସଏଲ: ରବିବାର ଜାମସେଦପୁରକୁ ଭେଟିବ ଓଡିଶା, ସମସ୍ତ ବିଭାଗରେ ଭଲ ପ୍ରଦର୍ଶନ ଜରୁରୀ : ବାକ୍ସଟର

ଭୁବନେଶ୍ୱର: ରବିବାର ଚଳିତ ଇଣ୍ଡିଆନ ସୁପର ଲିଗ୍ ଫୁଟବଲରେ ଓଡିଶା ଏଫସି ତାର ଦ୍ୱିତୀୟ ମୁକାବିଲାରେ ଜାମେସେଦପୁର ଏଫସିକୁ ଭେଟିବ । ଉଭୟ ଦଳ ସେମାନଙ୍କ ପ୍ରଥମ ଗେମ ହାରିଥିବାରୁ ଏହି ମ୍ୟାଚରେ ବିଜୟ ହେବାକୁ ନିଶ୍ଚିତ ଭାବେ ଚାହିଁବେ । ଓଡିଶାର ମୂଖ୍ୟ କୋଚ ଷ୍ଟୁଆର୍ଟ ବାକ୍ସଟର ଦଳକୁ ସବୁ…

ବିବେକଙ୍କ ସହ ଅଭିନୟ କରିବେ ଅର୍ବାଜ, ରାଜି ହେବେ ତ ସଲମାନ୍ ?

ମୁମ୍ବାଇ: ଆଗକୁ ଆସୁଛି ବିବେକ ଓବରେୟଙ୍କ ବଲିଉଡ ମୁଭି ରୋଜି - ଦ ସାଫ୍ରୋନ୍ ଚ୍ୟାପ୍ଟର । ଏହି ଫିଲ୍ମ ଜରିଆରେ ଟିଭି ଅଭିନେତ୍ରୀ ସ୍ୱେତା ତିୱାରୀଙ୍କ ଲାଡ୍‌ଲି ପଲକ ବଲିଉଡରେ ଡେବ୍ୟୁ କରୁଛନ୍ତି । ତେବେ ଏହି ଫିଲ୍ମଟି ବଲିଉଡରେ ପଲକଙ୍କ ଡେବ୍ୟୁ କରିବା ନେଇ ଚର୍ଚ୍ଚାରେ ନାହିଁ । ବରଂ ଏଥିରେ…

ଓଡ଼ିଶାରୁ ଆଉ ୮୦୨ କରୋନା ରୋଗୀ ସୁସ୍ଥ, ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୮୦୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ମୋଟ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୪୯କୁ ବୃଦ୍ଧି ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ…

୭୫% କର୍ମଚାରୀରେ ଟ୍ବିନସିଟିରେ ଚାଲିବ ଅଫିସ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ମାସରେ ଭୁବନେଶ୍ୱର ଏବଂ କଟକରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅଧସ୍ତନ ଅଫିସରେ ୭୫% କର୍ମଚାରୀରେ ଚାଲିବ ବୋଲି ଶନିବାର ଦିନ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସାଧାରଣ ପ୍ରଶାସନ ଏବଂ ପବ୍ଲିକ ଗ୍ରିଭାନ୍ସ ବିଭାଗ ଦ୍ବାରା ଜାରି ବିଜ୍ଞପ୍ତି ଅନୁଯାୟୀ,…