Latest Odisha News

BREAKING NEWS

ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପାଠକଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର। ଉଭୟ ବାପା ଓ ତାଙ୍କ ପୁଅ ଆକାଶ କୁମାର ପାଠକଙ୍କୁ ଭିଜିଲାନ୍ସ ଗିରଫ କରିବାର କିଛି ସମୟ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ସୂଚନା ଅନୁଯାୟୀ ଏହି ବାପା-ପୁଅ ଯୋଡ଼ିଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ…

ରାଜ୍ୟସଭା ଯିବେ ସୁଶୀଲ ମୋଦି, ମିଳିପାରେ ବଡ ଦାୟିତ୍ବ

ବିହାର: ବିହାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସୁଶୀଲ ମୋଦି ଯିବେ ରାଜ୍ୟସଭା । ବିହାର ବିଜେପି ତାଙ୍କୁ ପ୍ରାର୍ଥୀ କରିଛି । ଲୋକ ଜନଶକ୍ତି ପାର୍ଟି ନେତା ରାମବିଲାସ ପାଶୱାନଙ୍କ ଦେହାନ୍ତ ପରେ ରାଜ୍ୟସଭା ସିଟ୍ ଖାଲି ପଡିଛି । ଏହି ସିଟ୍ ପାଇଁ ଉପନିର୍ବାଚନ ହେବାର ଅଛି । ତେଣୁ…

କୋଇଡ଼ା ଓ କୁଆରମୁଣ୍ଡା ବ୍ଲକରେ ୱାଡି ପ୍ରକଳ୍ପ ଆରମ୍ଭ; ୧୩୬ ଏକର ଜମିରେ ଫଳ ଚାଷ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ୬ଟି ଖଣି ପ୍ରଭାବିତ ବ୍ଲକରେ ୱାଡି ପ୍ରକଳ୍ପ ଅଧୀନରେ ବିଭିନ୍ନ ଫଳ ଚାଷ କରାଯାଉଛି। ଶୁକ୍ରବାର ଦିନ କୋଇଡ଼ା ଓ କୁଆରମୁଣ୍ଡା ବ୍ଲକରେ ଏହି ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏହି ଦୁଇଟି ବ୍ଲକରେ ମୋଟ ୧୩୬ ଏକର ଜମିରେ କାଜୁ ଓ ଆମ୍ବ ଚାରା ରୋପଣ କରାଯାଉଛି।…

ରଶ୍ମିରଞ୍ଜନ ପରିଡା ଓଡିଶା କ୍ରିକେଟ ଟିମର ମୂଖ୍ୟ କୋଚ ନିଯୁକ୍ତ

ଭୁବନେଶ୍ୱର: ଓଡିଶା କ୍ରିକେଟ ଆସୋସିଏଶନ ଶୁକ୍ରବାର ପୂର୍ବତନ ରଣଜୀ ଖେଳାଳି ରଶ୍ମିରଞ୍ଜନ ପରିଡାଙ୍କୁ ପୁରୁଷ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତ କରିଛି । ସେହିପରି ଓଡିଶା ଟିମର ବୋଲିଂ କୋଚ ଭାବେ ଦୀପକ ମଙ୍ଗରାଜ ଓ ଫିଲ୍ଡିଂ କୋଚ ଭାବେ ଗୌତମ ଗୋପାଳଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି ।…

ଇରାନର ନ୍ୟୁକ୍ଲିୟର ବୈଜ୍ଞାନିକଙ୍କୁ ହତ୍ୟା

ତେହରାନ: ଇରାନର ପ୍ରମୁଖ ନ୍ୟୁକ୍ଲିୟର ବୈଜ୍ଞାନିକ ମୋହସୀନ ଫଖରୀଜାଦେହଙ୍କୁ ହତ୍ୟା କରାଯାଇଛି । ଏହି ହତ୍ୟକାଣ୍ଡରେ କିଏ ସାମିଲ ତାହା ସ୍ପଷ୍ଟ ହୋଇ ନାହିଁ । ଦି ଫାଦର ଅଫ ଇରାନିୟନ ବମ୍ବ ଭାବେ ପରିଚିତ ଫଖରୀଜାଦେହ ଇରାନରେ ବେଶ୍ ଲୋକପ୍ରିୟ ଥିଲେ । ଇରାନର କ୍ରାନ୍ତିକାରୀ ଗାର୍ଡ କମାଣ୍ଡର…

ଜଷ୍ଟିସ ବିଜୟକୃଷ୍ଣ ପଟେଲ ଓଏଚଆରସିର ନୂତନ ଅଧ୍ୟକ୍ଷ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନର ନୂତନ ଅଧ୍ୟକ୍ଷ ଭାବେ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ବିଜୟକୃଷ୍ଣ ପଟେଲଙ୍କୁ ନିଯୁକ୍ତ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ କମିଟି ଏହି ପଦ ପାଇଁ…

ପୁଅ କଥା ନେଇ ତେଜସ୍ୱୀଙ୍କ ଉପରେ ନୀତିଶ କାହିଁକି ରାଗିଲେ, ଆସନ୍ତୁ ଜାଣିବା ନିଶାନ୍ତଙ୍କ ବିଷୟରେ

ପାଟନା: ବିହାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଶୁକ୍ରବାର ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବଙ୍କ ଉପରେ ରାଗି ଯାଇଥିଲେ । ଏହାର କାରଣ ଥିଲା ତେଜସ୍ୱୀ ତାଙ୍କ ପୁଅ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଆସନ୍ତୁ ଜାଣିବା ନୀତିଶଙ୍କ ପୁଅ ନିଶାନ୍ତ କୁମାରଙ୍କ ବିଷୟରେ.. ପରିବାରବାଦ ଓ…

ଟ୍ରାକକୁ ଫେରୁଛି ଅର୍ଥନୀତି, ତଥାପି ଚିନ୍ତାଜନକ ଅଭିବୃଦ୍ଧି ହାର

ନୂଆଦିଲ୍ଲୀ: କରୋନା ସଙ୍କଟ ମଧ୍ୟରେ ପ୍ରକାଶ ପାଇଛି ଚଳିତ ବର୍ଷର ଦେଶର ଦ୍ବିତୀୟ ତ୍ରୈମାସିକ ଜିଡିପି ଅଭିବୃଦ୍ଧି ହାର । ଜିଡିପି ଅଭିବୃଦ୍ଧି ହାର ରହିଛି ମାଇନସ୍ ୭.୫ ପ୍ରତିଶତ । ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଜିଡିପି ଅଭିବୃଦ୍ଧି ହାର ରହିଥିଲା ମାଇନସ୍ ୨୩.୯ ପ୍ରତିଶତ । ଯାହାକି ଦେଶର…

ଘୋଷଣା ହେଲା ଧର୍ମପଦ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ଘୋଷଣା ହୋଇଛି । ୨୦୧୬ରୁ ୨୦୨୦ ଯାଏଁ ୫ ବର୍ଷ ପାଇଁ ଏହି ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ଏହି ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ୨୦୧୬ ମସିହା ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ…

ଓଡ଼ିଶାରୁ ଆଉ ୯୦୮ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଖୋର୍ଦ୍ଧାରୁ ୮୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ପଜିଟିଭ୍ କେସ୍ ଛଅ ଶହ ତଳେ ରହିଛି ।…