ଆଉ ୬ମାସ ବଢ଼ିଲା ପିଏମ୍ କିଷାନ ଅବଧି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର କେୱାଇସି ସମୟ ସୀମାକୁ ଛଅ ମାସ ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର।
ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଅବଧି ବୃଦ୍ଧିର ଲକ୍ଷ୍ୟ ହେଉଛି ଅଧିକ ଚାଷୀଙ୍କୁ ଯୋଜନାରେ ସାମିଲ କରିବା ଏବଂ ସେମାନଙ୍କୁ ଆର୍ଥିକ ସହାୟତା…