Latest Odisha News

ପାଲା ଜଗତର ପ୍ରଚଣ୍ଡ ପ୍ରତିଭାଧର: କବି ଓ ଗାୟକ ଲକ୍ଷ୍ମୀଧର ପଣ୍ଡା

ସାମ୍ପ୍ରତିକ ଯୁବ ଏବଂ ପ୍ରବୀଣ ଗାୟକମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଗାୟକ ଜ୍ଞାନଗୌରବ ଲକ୍ଷ୍ମୀଧର ପଣ୍ଡା । ଜଣେ ଉଜ୍ଜ୍ୱଳ ପ୍ରତିଭା ସମ୍ପର୍ଣ୍ଣ ଗାୟକ ସହ ଜଣେ ବିଶିଷ୍ଟ କବି ଭାବରେ ମଧ୍ୟ ସେ ପାଲା ଜଗତରେ ପରିଚିତ । ପାଲା ଦୁନିଆରେ ଜଣେ ଆଦର୍ଶ ଗାୟକ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି…

ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ, ଆଜି ୨୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୫ ଜଣ ହେଉଛନ୍ତି ରାଜଧାନୀ ଭୁବନେଶ୍ୱରର । ତେବେ ବଡ କଥା ହେଉଛି, ୨୫ ଜଣଙ୍କ ମଧ୍ୟରୁ ୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ସେମାନେ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି…

ଭୁବନେଶ୍ୱରରେ ପଶିଲା ହାତୀ, ଲୋକେ ଭୟଭୀତ

ଭୁବନେଶ୍ୱର: ଭୁବନେଶ୍ୱର ଅନ୍ତର୍ଗତ ଇନଫୋସିଟି ଅଞ୍ଚଳରେ ସୋମବାର ଦିନ ଏକ ଜଙ୍ଗଲୀ ହାତୀ ପ୍ରବେଶ କରିବା ପରେ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡିଛନ୍ତି । ନିକଟସ୍ଥ ବୁଦବୁଦିଆ ଫରେଷ୍ଟ ରେଞ୍ଜରୁ ଏହି ହାତୀଟି ଆସି ସହର ମଧ୍ୟରେ ପ୍ରବେଶ କରିଥିବା ନେଇ ସ୍ଥାନୀୟ ବାସିନ୍ଦାମାନେ ଅନୁମାନ…

୩ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ପରେ ଗଜପତିରେ ନର୍ସିଂହୋମ ସିଲ୍

ଗଜପତି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ଥିବା ଏକ ନର୍ସିଂହୋମର ତିନିଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସୋମବାର ଦିନ ଏହାକୁ ସିଲ୍ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ଚିହ୍ନଟ ହୋଇଥିବା ସାତଟି ନୂଆ କରୋନା ମାମଲା ମଧ୍ୟରେ ଉକ୍ତ କର୍ମଚାରୀମାନେ ରହିଛନ୍ତି।…

ବଡଦାଣ୍ଡ ମୋତେ ମନା ରେ କାଳିଆ…

ବଡଦାଣ୍ଡ ମୋତେ ମନା ରେ କାଳିଆ... ସନ୍ତୋଷ କୁମାର ମିଶ୍ର ବଡଦାଣ୍ଡ ମୋତେ ମନା ରେ କାଳିଆ ବଡ଼ଦାଣ୍ଡ ମୋତେ ମନା ମନ ବଡ଼ଦାଣ୍ଡ ଖୋଲି ମୁଁ ଦେଇଛି ହୃଦୟେ ବସିବୁ ଆ.. ରେ କାଳିଆ ହୃଦୟେ ବସିବୁ ଆ....(0) ପହଣ୍ଡି ବିଜେ ରେ ସେବାୟତ ମେଳେ ଆସିଲୁ ତୁ…

ପୂର୍ବ ସେମିଷ୍ଟାର ଓ ଇଂଟରନାଲ ମାର୍କ ଆଧାରରେ ଫଳ ପ୍ରକାଶ ହେଉ: ବିପିୟୁଟି ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୯ ତାରିଖରୁ ବିପିୟୁଟି ପରୀକ୍ଷା ହେବାକୁ ଯାଉଛି । ତେବେ ପରୀକ୍ଷାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି । ଫାଇନାଲ ସେମିଷ୍ଟାର ପୂର୍ବରୁ କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି ଯେ, ଅନଲାଇନ୍ ପରୀକ୍ଷା କରୁଥିବା ସଂସ୍ଥା ଏକ ତେଲେଙ୍ଗାନା କମ୍ପାନୀ । ତା ନାଁରେ…

ଓଡ଼ିଶାରେ ପହଁଚିଲା କରୋନା ଔଷଧ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୭ହଜାରରେ ପହଁଚିଗଲାଣି । ଜୁନ୍ ମାସରେ ସଂକ୍ରମଣ ବୃଦ୍ଧି ପାଇଛି । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଓଡିଶାରେ ପହଁଚିଯାଇଛି କରୋନା ଔଷଧ । ରାଜ୍ୟ ଔଷଧ ନିଗମରେ ରହିଛି କରୋନା ସମ୍ପର୍କିତ ଏହି ମେଡିସିନ୍ । ରାଜ୍ୟ ସ୍ୱାସ୍ଥ୍ୟ…

କରୋନା ସଂକ୍ରମଣରେ ବାଂଲାଦେଶ ପ୍ରତିରକ୍ଷା ସଚିବଙ୍କ ମୃତ୍ୟୁ

ଢାକା: ବାଂଲାଦେଶ ପ୍ରତିରକ୍ଷା ସଚିବ ଅବଦୁଲ୍ଲା ଅଲ ମୋହସିନ୍ ଚୌଧୁରୀ କରୋନା ସଂକ୍ରମଣରେ ସୋମବାର ସକାଳେ ଢାକା ଡାକ୍ତରଖାନାରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଜଣେ ସରକାରୀ ଅଧିକାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଖବର ଅନୁଯାୟୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଅବଦୁଲ୍ଲାଙ୍କୁ ଗତ ମେ…

ପୋଡ଼ିଗଲା ପାଦ, ଛିଣ୍ଡିଗଲା କାନ୍ଧ; ବିସ୍ମୟ ଠାକୁରଙ୍କ ରଥ ଟାଣିନେଲେ ସେବକ…

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ରାତିରେ (ରଥଯାତ୍ରା ପୂର୍ବଦିନ) ଆଖିକୁ ମୋର ନିଦ ନାହିଁ, ତମକୁ ବି ନିଦ ନାହିଁ, ତମେ  ଜନ୍ମବେଦିକୁ ଯାତ୍ରା କରିବ ଆଉ ତୁମ ଭକ୍ତକୁ   ନିଦ ନାହିଁ, ମୁଁ ତୁମକୁ ଦେଖିବି, ନା ...…

ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରା କରି ନିଲମ୍ବିତ ହେଲେ ପୋଲିସ କର୍ମଚାରୀ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରା କରୁଥିବା ଅଭିଯୋଗରେ ଜଗନ୍ନାଥ ମନ୍ଦିରର ଜଣେ ପୋଲିସ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି ମୁଖ୍ୟ ପ୍ରଶାସକ। ନିଲମ୍ବିତ ଅଧିକାରୀଙ୍କ ନାମ ସୁଦର୍ଶନ ସାହୁ। ଗୁଣ୍ଡିଚା ମନ୍ଦିର ମଧ୍ୟରେ ସୁଦର୍ଶନ ପରିସ୍ରା କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ…