ସଟଡାଉନ ଅଞ୍ଚଳରେ ବନ୍ଦ ରହିବ କୋର୍ଟ:ହାଇକୋର୍ଟ
ଭୁବନେଶ୍ୱର: ସଟଡାଉନ କଟକଣା ଜାରି ହୋଇଥିବା ଅଞ୍ଚଳରେ ବନ୍ଦ ରହିବ କୋର୍ଟ। ହାଇକୋର୍ଟ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲା ଜଜ୍ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
କରୋନା ସଂକ୍ରମଣ ଯୋଗୁଁ ସଟଡାଉନ ଘୋଷଣା କରାଯାଇଥିବା ଅଞ୍ଚଳର ଜିଲ୍ଲା ଜଜ୍ମାନେ ଚାହିଁଲେ ଉକ୍ତ ଅଞ୍ଚଳର କୋର୍ଟକାର୍ଯ୍ୟ ବନ୍ଦ…