Latest Odisha News

ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର

ଭୁବନେଶ୍ୱର: ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଛନ୍ତି ରାଜ୍ୟ ସରକାର । ନିଲମ୍ବନ ପ୍ରତ୍ୟାହାର କରିବା ସହ ତାଙ୍କୁ ପୁନଃସ୍ଥାପନ କରାଯାଇଛି । ବିଜୟ କେତନ ଉପାଧ୍ୟୟଙ୍କୁ କଟକ ସ୍ଥିତ ବୋର୍ଡ ଅଫ୍ ରେଭେନ୍ୟୁର ସେକ୍ରେଟାରୀ ଭାବେ ନୂଆ ଦାୟିତ୍ୱ…

ସଟଡାଉନରେ ବିକୁଥିଲେ ମାଛ; ସିଜ୍ କଲା ପୋଲିସ

ବ୍ରହ୍ମପୁର: କରୋନା ଭାଇରସ ବିସ୍ତାରକୁ ରୋକିବା ପାଇଁ ବ୍ରହ୍ମପୁର ସହରରେ ଜୁନ୍ ୨୭ରୁ ୪ ଦିଦିନିଆ ସଟଡାଉନ କରାଯାଇଛି। ହେଲେ ସଟଡାଉନ ସମୟରେ ମାଛ ବିକିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ ଏଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଥିବା ସୁରଲା ଏବଂ ସୁମାଣ୍ଡିରୁ ପ୍ରାୟ ୨୦ ଜଣ…

ତାପସୀଙ୍କ ହୋସ୍ ଉଡାଇଲା ବିଜୁଳି ବିଲ୍‌

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ବିଜୁଳି ବିଲ୍ ଦେଖି ହୋସ୍ ଉଡିଯାଇଛି । ତିନି ମାସର ଲକଡାଉନ୍‌ରେ ଆସିଥିବା ବିଜୁଲି ବିଲ୍‌କୁ ଦେଖି ସେ ନିଜେ ଚକିତ ହୋଇଯାଇଛନ୍ତି । ତାଙ୍କ ଘରର ବିଦ୍ୟୁତ ବିଲ୍ ଏତେ ଅଧିକ ଆସିଛି େ ଯାହା ଜାଣିବା ପରେ ଯେକେହି ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି । ଏନେଇ…

କଟକ ସିଡିଏ ସେକ୍ଟର-୯, ବଡମ୍ବା ପଂଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: କଟକ ସିଡିଏ ସେକ୍ଟର-୯ ଅଂଚଳରୁ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି l ସେହିପରି ବଡ଼ମ୍ବାରେ ଆଉ ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହେବା ପରେ…

ଯୋଗଗୁରୁ ବାବା ରାମଦେବ ଏବଂ ୪ ଜଣଙ୍କ ବିରୁଦ୍ଧରେ ଏଫଆଇଆର୍

ଜୟପୁର: କରୋନା ସମ୍ପର୍କୀତ ଔଷଧ କୋରୋନିଲ୍ ବାହାର କରି ଯୋଗଗୁରୁ ବାବା ରାମଦେବ ଏବେ ଅଡୁଆରେ ପଡିଛନ୍ତି । ତାଙ୍କ ନାମରେ ଜୟପୁରର ଜଣେ ଓକିଲଙ୍କ ଅଭିଯୋଗ କ୍ରମେ ପୋଲିସ ଏଫଆଇଆର ରୁଜୁ କରିଛି ।  ପୋଲିସ ଉପାୟୁକ୍ତ ଅଶୋକ ଗୁପ୍ତା କହିଛନ୍ତି  ପତଞ୍ଜଳୀ ଆୟୁର୍ବେଦ ଦ୍ୱାରା କରୋନା ଭାଇରସ ସଂକ୍ରମଣର…

ଦିଲ୍ଲୀରେ ତିଆରି ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର

ନୂଆଦିଲ୍ଲୀ: ଦିଲ୍ଲୀରେ ତିଆରି ହୋଇଛି ବିଶ୍ୱର ସବୁଠାରୁ ବଡ କୋଭିଡ ସେଣ୍ଟର । ଦିଲ୍ଲୀର ଛତରପୁର ଅଞ୍ଚଳରେ ରାଧା ସ୍ୱାମୀ ସତସଙ୍ଗ ବେସ୍ କ୍ୟାମ୍ପରେ ୧୦ ହଜାର ଶଯ୍ୟା ବିଶିଷ୍ଟ କରୋନା ସେଂଟର ତିଆରି କରାଯାଇଛି । ଏହାକୁ ଦିଲ୍ଲୀ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।…

ତିନି ରଥର ହେଲା ଦକ୍ଷିଣ ମୋଡ

ପୁରୀ: ଶ୍ରୀକ୍ଷେତ୍ରରେ ବିଧିପୂର୍ବକ ୩ ରଥର ହେଲା ଦକ୍ଷିଣ ମୋଡ । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ କରାଯାଇଛି । ଏଥିସହ ଆରମ୍ଭ ହୋଇଛି ବାହୁଡା ଯାତ୍ରା ପ୍ରସ୍ତୁତି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସର୍ବଶେଷରେ…

ଜମ୍ମୁ-କଶ୍ମୀରରେ ସରକାରଙ୍କ ନିର୍ଦ୍ଦେଶ: ସୁରକ୍ଷାବଳ ପାଇଁ ସ୍କୁଲ ଖାଲି କର

ଶ୍ରୀନଗର: ଜମ୍ମୁ-କଶ୍ମୀରରେ ସରକାରଙ୍କ ଏକ ନିର୍ଦ୍ଦେଶ ପରେ ସ୍ଥାନୀୟ ଅଂଚଳରେ ଭୟର ବାତାବରଣ ଖେଳିଯାଇଛି । ରିପୋର୍ଟ ମୁତାବକ କେନ୍ଦ୍ର ସରକାର ୨ ମାସ ପାଇଁ ଏଲପିଜି ସିଲିଣ୍ଡର ଷ୍ଟକ ରଖିବା ସହ ସୁରକ୍ଷାବଳ ପାଇଁ ସ୍କୁଲ ଖାଲି କରିବାକୁ କହିଛନ୍ତି । ଭାରତ-ଚୀନ ସଂଘର୍ଷ ସମୟରେ ସରକାରଙ୍କ ଏହି…

କଟକ କ୍ୟାନ୍‌ସର ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ: ରାଜ୍ୟରେ କରୋନା ତାର କାୟା ମେଲାଇବାରେ ଲାଗିଛି । କରୋନା ଯୋଦ୍ଧାଙ୍କୁ ହେଲାଣି କରୋନା । କଟକ ହରିହର କ୍ୟାନସର୍ ହସ୍ପିଟାଲର ୨ ନର୍ସ ପଜିଟିଜ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହସ୍ପିଟାଲର ୫୨ ଜଣ…

ଆଜି ରାତିରେ ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ନବରଙ୍ଗପୁର,…