Latest Odisha News

BREAKING NEWS

ପଞ୍ଚୁକର ଦ୍ଵିତୀୟ ଦିନ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ

ପୁରୀ: ବୁଧବାରଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକ ବ୍ରତ। ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଛନ୍ତି। ଆଜି ପଞ୍ଚୁକର ଦ୍ଵିତୀୟ ଦିନ। ଆଜି ବାଙ୍କଚୂଡ଼ା ବେଶରେ ବିଭୂଷିତ ହେବେ ମହାପ୍ରଭୁ। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ…

କ୍ୟୁଏସ୍ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ରେ ପୁଣି ଥରେ ଆଗରେ ସୋଆ

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ଏସିଆ ୟୁନିଭର୍ସିଟି ୨୦୨୧ ର‌୍ୟାଙ୍କିଙ୍ଗ୍‌ରେ ନିଜ ସ୍ଥିତିକୁ ସୁଦୃଢ଼ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) । ବୁଧବାର ଏହି ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଥିବା ବେଳେ ସୋଆ ଏଥିରେ ଉଚ୍ଚତର ମାନ୍ୟତା ପାଇଛି । ଗତବର୍ଷ ଏହି…

ତୁଳସୀ ବିବାହକୁ ନେଇ କ’ଣ ରହିଛି ଧାର୍ମିକ ଓ ପୌରାଣିକ ମହତ୍ତ୍ୱ, ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷର ମହତ୍ତ୍ୱ ଖୁବ ଅଧିକ। ବ୍ରତ, ଉପବାସ, ଧାର୍ମିକ ଆୟୋଜନ ଓ ଭଗବାନଙ୍କୁ ଭୋଗ ଲଗାଇବାରେ ତୁଳସୀ ଅର୍ପଣ କରାଯାଏ। ଯେଉଁ ମହିଳାମାନେ ନିୟମିତ ତୁଳସୀଙ୍କୁ ପୂଜା କରନ୍ତି, ତାଙ୍କୁ ସୌଭାଗ୍ୟ, ସମୃଦ୍ଧି ଓ ଭଗବାନଙ୍କ ବିଶେଷ ଆଶୀର୍ବାଦ ପ୍ରାପ୍ତି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୨୬-୧୧-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୬ ରିଖ ଗୁରୁବାର ବିଛା ୧୧ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର:- ଧନୁ ରାଶି ପୁରୁଷ ଓ ତୁଳା…

ଆରପାରିରେ ଫୁଟବଲ ଯାଦୁଗର ମାରାଡୋନା !

ଭୁବନେଶ୍ୱର: ଆର୍ଜେଣ୍ଟିନାର ମହାନ୍ ଫୁଟବଲର୍ ଡିଏଗୋ ମାରାଡୋନା । ସାରା ବିଶ୍ୱରେ ଜଣେ ଅନନ୍ୟ ଖେଳାଳି ରୂପେ ଇତିହାସର ସ୍ୱର୍ଣ୍ଣ ପୃଷ୍ଠାରେ ତାଙ୍କ ନାଁ ଲିପିବଦ୍ଧ । ତେବେ ବୁଧବାର ଏହି ମହାନ ଖେଳାଳି ଅଗଣିତ ଫୁଟବଲ ପ୍ରେମୀଙ୍କୁ ଏକାକି କରି ଆରପାରିକୁ ଚାଲିଯାଇଛନ୍ତି । ସ୍ଥାନୀୟ ଗଣମାଧ୍ୟମର…

ଆଖିବୁଜିଲା କନ୍ଧମାଳର ଯୋଡାମୁଣ୍ଡ ଶିଶୁ କାଳିଆ

କଟକ: ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗାକାଳିଆ ମଧ୍ୟରୁ କାଳିଆର କଟକ ଏସସିବିରେ ଆଜି ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ହୋଇଛି । ଆଜି ଆପରାହ୍ନରେ ସେ ଗୁରୁତର ହୋଇପଡିବାରୁ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ତାର ଚିକିତ୍ସା କରୁଥିଲେ । କିନ୍ତୁ ସବୁ ଚେଷ୍ଟା ସତ୍ତ୍ବେ ସେ କିଛି ସମୟ ତଳେ ସେ…

ପ୍ରୋଜେକ୍ଟ ଛାଉଣୀ ପକ୍ଷରୁ ମହୁରୀ ତାଲିମ କର୍ମଶାଳା ଅନୁଷ୍ଠିତ

ମୟୁରଭଞ୍ଜ: ମୟୁରଭଞ୍ଜ ଛଉ ନୃତ୍ୟର ସଂରକ୍ଷଣ ସାଙ୍ଗକୁ ଏହାର ଅଧିକ ପ୍ରଚାର ପ୍ରସାର ସକାଶେ ଜିଲ୍ଲା ପ୍ରଶାସନ ତରଫରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ଛାଉଣୀ ପକ୍ଷରୁ ମହୁରୀ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଗତ ୨୨ ତାରିଖ କାର୍ମଶାଳାରେ ଗତ ୪ ଦିନ ଧରି ବାରିପଦା ସହର ସମେତ ସଦର…

ନ୍ୟୁଜିଲାଣ୍ଡ ସଂସଦରେ ସଂସ୍କୃତରେ ଶପଥପାଠ କରି ଇତିହାସ ରଚିଲେ ଗୌରବ

ହାମିଲଟନ: ନ୍ୟୁଜିଲାଣ୍ଡରେ ନିକଟରେ ସମ୍ପନ୍ନ ହୋଇଥିବା ନିର୍ବାଚନରେ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନଙ୍କ ପାର୍ଟି ବିଜୟ ହାସଲ କରିଛି । ବୁଧବାର ନ୍ୟୁଜିଲାଣ୍ଡ ସଂସଦରେ ନିର୍ବାଚନରେ ବିଜୟୀ ହୋଇଥିବା ଭାରତୀୟ ବଂଶୋଦ୍ଭବ ଗୌରବ ଶର୍ମା ଶପଥପାଠ କରିଥିଲେ । ତେବେ ସଂସ୍କୃତରେ ଶପଥପାଠ କରି ସେ…

ପାହ୍ୟା ସାଧାରଣ, କର୍ମ ଅସାଧାରଣ !

ନନ୍ଦୁରବାର: ପେଶାରେ ଜଣେ ସାଧାରଣ ଅଙ୍ଗନୱାଡି କର୍ମୀ । ହେଲେ ଲୋକଙ୍କ ପାଖରେ ସେ ପାଲଟିଛନ୍ତି ଭଗବାନ ସଦୃଶ । ସ୍ୱଳ୍ପ ଆୟ, ଅସ୍ଥାୟୀ ଚାକିରୀ । ହେଲେ ମନରେ ନାହିଁ କୌଣସି ଅବଶୋଷ । ନିଃସ୍ୱାର୍ଥପର ଭାବେ ଆଦିବାସୀ ସଂପ୍ରଦାୟର ଲୋକଙ୍କ ପାଇଁ ଅବିରତ ଖଟି ଚାଲିଛନ୍ତି । ଏପରିକି କି କରୋନା…

ନ୍ୟୁଜିଲାଣ୍ଡ ସମୁଦ୍ର କୂଳରେ ପଡିରହିଛି ଶହେରୁ ଊର୍ଦ୍ଧ୍ୱ ତିମିଙ୍କ ମୃତ ଦେହ

ୱିଲିଂଟନ: ନ୍ୟୁଜିଲାଣ୍ଡର ସମୂଦ୍ର କୂଳରେ ଶହ ଶହ ତିମି ଓ ଡଲଫିନଙ୍କ ମୃତଦେହ ଚାଥମ ଦ୍ୱୀପରେ ପଡିରହିଛି । ବୁଧବାର ସୁଦ୍ଧା ୯୭ ତିମି ଏବଂ ୩ଟି ଡଲଫିନଙ୍କ ମୃତ ଦେହ ଲାଗିଛି ।୩୦ ପାଖାପାଖି ତିମିଙ୍କୁ ଉଦ୍ଧାର କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିବାରୁ ଚିକିତ୍ସା କରାଯାଉଛି…