ରାଜ୍ୟରେ ସାମାନ୍ୟ ବଢିଲା: ୨୪ ଘଣ୍ଟାରେ ୭୩୦ କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୩୦ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୩୧୧ଟି ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି ।
ମୟୂରଭଞ୍ଜରୁ…