Latest Odisha News

BREAKING NEWS

ଗୁରୁଗ୍ରାମ ଓ ହରିୟାଣାରେ ପଙ୍ଗପାଳ ଆତଙ୍କ, ଦିଲ୍ଲୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ: ଗାଁରୁ ସହର ମୁହାଁ ହେଲେ ପଙ୍ଗପାଳ । ଗୁରୁଗ୍ରାମ ଓ ହରିୟାଣାରେ ପସିଲେ । ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ପଙ୍ଗପାଳ ଆତଙ୍କ ସୃଷ୍ଟି କରିଛନ୍ତି । ରାଜସ୍ଥାନରୁ ଏବେ ହରିୟାଣାକୁ ପହଞ୍ଚିଛନ୍ତି ପଙ୍ଗପାଳ। ଗୁରୁଗ୍ରାମ ସହରର ଲକ୍ଷାଧିକ ସଂଖ୍ୟାରେ ପଙ୍ଗପାଳ ଆଜି ସକାଳେ ଘୁରି…

କରୋନାରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷଙ୍କ ମୃତ୍ୟୁ

ଗଞ୍ଜାମ: କରୋନାରେ ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ସେ ଗତ କିଛି ଦିନ ହେବ କରୋନାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ଉପାଧ୍ୟକ୍ଷଙ୍କ ସମେତ କରୋନା ମହାମାରୀରେ ୩ ଜଣଙ୍କ ଜୀବନ ଯାଇଥିବା ନେଇ ଖବର ସାମ୍ନାକୁ ଆସିଛି ।…

ଭୁବନେଶ୍ୱରରେ ପୁଣି ୯ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପୁଣି ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଘରୋଇ ସଙ୍ଗରୋଧରେ ଥିବାବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଚଂଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି । ଶିରିପୁର ଲକ୍ଷ୍ମିବଜାର ବସ୍ତି ଅଚଂଳରୁ ୩୧…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୫ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ,…

କରୋନାରୁ ସୁସ୍ଥ ହେବା ହାର ବଢ଼ୁଛି: ମୋଦୀ

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ତାର କାୟା ମେଲାଇବାରେ ଲାଗିଛି । ତେବେ କୋଭିଡ-୧୯ ମହାମାରୀ ସଂଗ୍ରାମ କ୍ଷେତ୍ରରେ ଅନ୍ୟ ଦେଶ ତୁଳନାରେ ଭାରତର ସ୍ଥିତି ବେଶ୍ ଭଲ ରହିଛି । ଶନିବାର ରେଭ୍. ଡକ୍ଟର୍ ଜୋସେଫ୍ ଟୋମା ମେଟ୍ରୋପଲିଟାନ୍‌ଙ୍କ ୯୦ତମ ଜୟନ୍ତୀ ଅବସରରେ ଉଦ୍‌ଘାଟନୀ ଭାଷଣ ଦେବା…

ଆଜି କଟକର ମୁଣ୍ଡଳିରେ ପହଞ୍ଚିବ ପ୍ରଥମ ହୀରାକୁଦ ବନ୍ୟାଜଳ

କଟକ: ମହାନଦୀର ପ୍ରଥମ ବନ୍ୟାଜଳ ଶନିବାର ସନ୍ଧ୍ୟାରେ କଟକ ଉପକଣ୍ଠସ୍ଥ ମୁଣ୍ଡଳି ବ୍ୟାରେଜରେ ପହଞ୍ଚିବ । ଗଣମାଧ୍ୟମକୁ ସୂଚନାଦେଇ ମୁଣ୍ଡଳି ବ୍ୟାରେଜ୍ କର୍ତ୍ତୃପକ୍ଷ କହିଛନ୍ତି, ହୀରାକୁଦ ଡ୍ୟାମର ୧୦ଟି ଗେଟରୁ ଶୁକ୍ରବାର ଦିନ ବନ୍ୟାଜଳ ନିଷ୍କାସିତ ହୋଇଛି । ସେହିପରି ଶନିବାର ଦିନ ୫ଟି ଗେଟ୍…

କଟକରେ ଆଜି ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

କଟକ: କଟକ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ପକ୍ଷରୁ ସୂଚନା ମିଳିଛି । ଏହି ଆକ୍ରାନ୍ତ ଜଣଙ୍କ ଜଣେ ୪୭ ବର୍ଷ ବୟସ୍କା ମହିଳା ହୋଇଥିବା ବେଳେ ସେ ମହାନଦୀ ବିହାରର ବୋଲି ଜଣାପଡିଛି। ଉକ୍ତ ମହିଳା ଜଣଙ୍କ…

ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ: ପୁଣି ଥରେ ଖୋଲିବ କରତାରପୁର କରିଡର । ଆସନ୍ତା ସୋମବାରଠାରୁ ଶିଖ ଯାତ୍ରୀଙ୍କ ପାଇଁ କରତାରପୁର କରିଡର ଖୋଲିବାକୁ ପାକିସ୍ତାନ ପ୍ରସ୍ତୁତ ହୋଇଛି । ଏନେଇ ଶନିବାର ଦିନ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହା ମେହମୁଦ କୁରେଶି ଟୁଟ୍ କରିଛନ୍ତି । ଟୁଇଟ୍‌ରେ ସେ ଲେଖିଛନ୍ତି, ସମଗ୍ର…

ଭୁବନେଶ୍ୱର ଶ୍ରୀବିହାର ଅଞ୍ଚଳର ଆପାର୍ଟମେଂଟ ସିଲ୍‌

ଭୁବନେଶ୍ୱର: ଚିହ୍ନଟ ହୋଇନାହାନ୍ତି ଆକ୍ରାନ୍ତ । ତଥାପି ସିଲ୍ ହେଲା ଆପାର୍ଟମେଂଟ । ଭୁବନେଶ୍ୱର ଶ୍ରୀବିହାର ଅଂଚଳର ଏକ ନିର୍ମାଣଧିନ ଆପାର୍ଟମେଂଟକୁ ପ୍ରଶାସନ ସିଲ୍ କରିଛି । ନିର୍ମାଣଧୀନ ଆପାର୍ଟମେଂଟକୁ ସିଲ କରିବା ସହ ତାରି ଭିତରେ ଶ୍ରମିକ ମାନଙ୍କୁ ୧୪ ଦିନ କ୍ୱାରେନଟିନରେ ରହିବାକୁ…

ଭିଜୁଛି ବର୍ଷାରେ, ତମ ସ୍ମୃତିରେ…

ଭିଜୁଛି ବର୍ଷାରେ, ତମ ସ୍ମୃତିରେ... ଅନୁପ ରଂଜନ ଧନୀ କେବେ ତୁମେ ସପ୍ତରଙ୍ଗୀ ଇନ୍ଦ୍ରଧନୁ ପରି ଅବର୍ଣ୍ଣନୀୟ, ତ କେବେ ପୁଣି, ପ୍ରିୟା ବିରହର ବୁକୁ ଚିରା ଲୁହ। କେବେ ତୁମେ ଶୁଷ୍କ ଧରା ସବୁଜିମାର ହସ, ତ କେବେ ପୁଣି, ସବୁ କିଛି ପାଇଯିବାର ଗାଢ଼ା ବିଶ୍ବାସ। କେବେ ତୁମେ ବନ୍ୟା…