Latest Odisha News

BREAKING NEWS

ଧର୍ମଛଡ଼ା ମଣିଷ; ପଞ୍ଚୁକର ପ୍ରଥମ ଦିନରେ ଶୈବପୀଠରେ କଳାକନା

ଅନଗୁଳ: ଗୋଟିଏ ପଟେ ଆଜି ପଞ୍ଚୁକରେ ଲୋକେ ପୂଜାପାଠ କରି ଧର୍ମ ଅର୍ଜନ କରିଥିବା ବେଳେ ଅନ୍ୟପଟେ ଅନୁଗୁଳର ଏକ ଶୈବପୀଠରେ ବୁଲି ଯାଇଛି କଳାକନା। ସୂଚନାନୁସାରେ, ଗତ ମଧ୍ୟରାତ୍ରୀରେ ଅନୁଗୁଳ ଜିଲ୍ଲା ଜୁବୁଲି ଟାଉନ୍‌ସ୍ଥିତ ଶ୍ରୀ ଶ୍ରୀ ନାଗେଶ୍ୱର ଶିବ ମନ୍ଦିରରୁ କିଛି ଦୁର୍ବୃତ୍ତମାନେ ଚୋରି…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ବଲାଙ୍ଗିର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ବଲାଙ୍ଗିର ଜିଲା ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ(ଜେଇ) ଗିରୀଶ ପାତ୍ରଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିର ରାଜେନ୍ଦ୍ର କଲେଜ ନିକଟ ଲେକଚର୍ସ କଲୋନୀ ସ୍ଥିତ ଘରେ ରେଡ୍ ଚାଲିଛି ।…

ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ହସ୍ପିଟାଲ ପରିସରରେ ହାତୀପଲ

ଖୋର୍ଦ୍ଧା: ଜଙ୍ଗଲ ଛାଡ଼ି ସହର ଭିତରେ ପଶିଲେଣି ହାତୀ । ଖୋର୍ଦ୍ଧା ଜିଲା ମୁଖ୍ୟ ହସ୍ପିଟାଲ ପରିସରରେ ହାତୀପଲ ପ୍ରବେଶ କରିଛନ୍ତି । ଆଜି ସକାଳୁ ସକାଳୁ ଦେଖିଛନ୍ତି ଲୋକ । ହସ୍ପିଟାଲ କ୍ୟାମ୍ପସ କାଜୁ ଜଙ୍ଗଲରେ ପ୍ରାୟ ୧୮ଟି ହାତୀ ପଶିଛନ୍ତି । ଗତକାଲି ରାତିରେ ପାଚେରି ଭାଙ୍ଗି ହାତୀମାନେ…

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ…

ପୁରୀ: ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ପଞ୍ଚୁକ ୫ ଦିନ ପାଞ୍ଚଟି ସ୍ବତନ୍ତ୍ର ବେଶ ଧାରଣ କରନ୍ତି ମହାପ୍ରଭୁ। ପଞ୍ଚୁକର ପ୍ରଥମ ଦିନ ଠାକୁରଙ୍କର ଲକ୍ଷ୍ମୀ ନାରାୟଣ ବେଶ କରାଯାଏ। କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ମହାପ୍ରଭୁଙ୍କର ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶ…

ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ମୁହାଁ ‘ନିଭାର’, ଆଜି ରାତିରେ ଲ୍ୟାଣ୍ଡଫଲ୍

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ପ୍ରଳୟଙ୍କରୀ ରୂପ ଧାରଣ କରି ଆଗକୁ ବଢୁଛି ବାତ୍ୟା ନିଭାର । ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରିଛି । ଗତ ୬ ଘଣ୍ଟା ହେବ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଆଗକୁ ବଢୁଛି । ଆଗାମୀ ୧୨ ଘଣ୍ଟାରେ ନିଭାର ଅଧିକ ଘନୀଭୂତ ହୋଇ…

ପଞ୍ଚୁକର ପ୍ରଥମ ଦିନ; ଖାଁ ଖାଁ ଧବଳେଶ୍ବର ପୀଠ

ଭୁବନେଶ୍ୱର: ଧର୍ମ ମାସ କାର୍ତ୍ତିକର ଶେଷ ପାଞ୍ଚ ଦିନକୁ ପଞ୍ଚୁକ ଭାବରେ ପାଳନ କରାଯାଏ। ପ୍ରତିବର୍ଷ ପଞ୍ଚୁକ ଓ ବଡଓଷା ପାଳନ କରିବାକୁ ଧବଳେଶ୍ଵର ଶୈବ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳେ। ପ୍ରତିବର୍ଷ ଏହି ଶୈବ ପୀଠରେ ବେଶ୍ ଧୁମଧାମର ସହ ପଞ୍ଚୁକ ଓ ବଡଓଷା ପାଳନ କରାଯାଏ।…

କାହିଁକି ହୁଏ ବ୍ରେନ ଷ୍ଟ୍ରୋକ୍, କ’ଣ ଏହାର ଲକ୍ଷଣ 

ଭୁବନେଶ୍ୱର: ବ୍ରେନ୍‌ ବା ମସ୍ତିଷ୍କ ଆମ ଶରୀରର ସମସ୍ତ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିଥାଏ। ଏହା ଆମ ଶରୀରର ଏକ ମୁଖ୍ୟ ଅଙ୍ଗ ହେଉଛି ମସ୍ତିଷ୍କ। ମସ୍ତିଷ୍କର କୋଷିକାଗୁଡ଼ିକ ଅହରହ ରକ୍ତ ପ୍ରବାହ, ଅମ୍ଳଯାନ ଓ ଗ୍ଲୁକୋଜ ଉପରେ ନିର୍ଭର କରିଥା’ନ୍ତି। କୌଣସି କାରଣରୁ ମସ୍ତିଷ୍କକୁ ରକ୍ତ ପ୍ରବାହ…

ପୁରୀରୁ ଜବତ ହେଲା ୩୩ ଗ୍ରାମ ବ୍ରାଉନସୁଗାର

ପୁରୀ: ଧଳା ଜହର କବଜାରେ ଶ୍ରୀକ୍ଷେତ୍ର ଧାମ। ଜିଲ୍ଲାରେ ପୁରୀ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନିଶା କାରବାର ଧରପଗଡ ଅଭିଯାନ ଜାରି ରହିଛି । ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମଙ୍ଗଳବାର ରାତିରେ ପିପିଲି ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀଙ୍କ ତତ୍ୱାବଧାନରେ ଏକ ଦଳ ସତ୍ୟବାଦୀ ଥାନା…

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କର ବୁଧବାର ସକାଳେ ଦେହାନ୍ତ ହୋଇଥିବା ତାଙ୍କ ପୁଅ ଫେଜଲ ପଟେଲ ସୂଚନା ପ୍ରଦାନ କରିଛନ୍ତି। ଏକ ଟ୍ୱିଟ ଯୋଗେ ସେ ଜଣାଇଛନ୍ତି ଯେ, "ଗୁଜରାଟର ରାଜ୍ୟସଭା ସାଂସଦ ଆଜି ସକାଳ ୩.୩୦ ସମୟରେ ମୃତ୍ୟୁ ବରଣ କରିଛନ୍ତି। ‘ମୁଁ ବହୁତ ଦୁଃଖର ସହିତ…

ଦୁର୍ଲଭ ନାଗାର୍ଜୁନ ବେଶ ନୀତି ସମ୍ପର୍କରେ ଜାଣନ୍ତୁ

ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଶ୍ରୀମନ୍ଦିରରେ ଦିବ୍ୟ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ। ମସ୍ତକରେ ହାଣ୍ଡିଆ, ହାତରେ ଛୁରି କଟାରୀ, ଶ୍ରୀମୁଖରେ ଲମ୍ବା ଦାଢ଼ି ଭଳି ଅନନ୍ୟ ଓ ଅପୂର୍ବ ନାଗା ରୂପରେ ଦର୍ଶନ ଦେବେ ମହାବାହୁ। ଚଳିତବର୍ଷ ପଞ୍ଚକ ୫ ଦିନ ବଦଳରେ ୬ ଦିନ ପଡୁଥିବାରୁ…