ଜୁଲାଇ ୧୫ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ
ନୂଆଦିଲ୍ଳୀ: ଜୁଲାଇ ୧୫ ଯାଏଁ ସ୍ଥଗିତ ହେଲା ଅନ୍ତର୍ଜାତୀୟ ବିମାନ ସେବା । କରୋନା ସଂକ୍ରମତଣ ବୃଦ୍ଧିକୁ ଦେଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ତଥା ଡିଜିସିଏ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ ଅନ୍ତର୍ଜାତୀୟ କାର୍ଗୋ ଅପରେସନ୍ ଏବଂ ବିମାନ ଚଳାଚଳ ନିୟନ୍ତ୍ରକ ଦ୍ୱାରା…