Latest Odisha News

BREAKING NEWS

ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଆଜି ରାତିରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ ସେହି ଜିଲ୍ଲା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ପାରାଦୀପରେ ଉଦଘାଟିତ ହେଲା ପ୍ରଡ଼କ୍ଟ ଆପ୍ଲିକେସନ ଓ ଡେଭଲପମେଣ୍ଟ୍ ସେଣ୍ଟର୍‌

ପାରାଦୀପ: ନିଯୁକ୍ତି ଏବଂ ଆତ୍ମନିଯୁକ୍ତି ସହିତ ଅନ୍ୟ ଦେଶ ପ୍ରତି ନିର୍ଭରଶୀଳତାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ବୈପ୍ଳବିକ ପଦକ୍ଷେପ ଆଣିବା ଲାଗି ଦୃଢ ପଦକ୍ଷେପ ଗ୍ରହଣ କରିଚାଲିଛନ୍ତି । ପାରାଦୀପରେ ଉଦଘାଟିତ ହୋଇଯାଇଛି ପ୍ରଡକ୍ଟ ଆପ୍ଲିକେସନ ଏବଂ ଡେଭଲପମେଣ୍ଟ୍  …

ସୁଶାନ୍ତ ସିଂଙ୍କ ଶେଷ ଫିଲ୍ମ ଦିଲ ବେଚାରା ୨୪ ଜୁଲାଇରେ ରିଲିଜ ହେବ

ମୁମ୍ବାଇ: ୧୪ ଜୁନରୁ ଦୁନିଆରୁ ବିଦାୟ ନେଇଯାଇଥିବା ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମର ରିଲିଜ ତାରିଖ ଘୋଷଣା ହୋଇଛି । ଓଟିଟି ପ୍ଲାଟଫମ ଡିଜନୀ ପ୍ଲସ ହଟଷ୍ଟାରରେ ଏହା ୨୪ ଜୁଲାଇରେ ରିଲିଜ ହେବ । ଏହି ଫିଲ୍ମ ଦେଖିବାକୁ ପ୍ରଶଂସକମାନଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ । ରିଲିଜ ଡେଟ ସହ…

ମାଲକାନଗିରି ସୀମାନ୍ତରେ ନକ୍ସଲ ଉତ୍ପାତ; ୬ ଟି ଗାଡ଼ିକୁ ନିଆଁ ଲଗାଇ ପୋଡ଼ି ଦେଲେ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲ୍ଲାରେ ଗତକାଲି ରାତିରେ ନକ୍ସଲ ଉତ୍ପାତ କରିଥିବା ସୂଚନା ମିଳିଛି। ରାସ୍ତା କାମ ଚାଲିଥିବା ବେଳେ ସଶସ୍ତ୍ର ନକ୍ସଲ ପହଞ୍ଚି ୬ ଟି ଗାଡ଼ିକୁ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ସୁକମା ଜିଲ୍ଲାର କୁକନର ଥାନା ଅନ୍ତର୍ଗତ କୋତଣାଗର ଅଞ୍ଚଳରେ…

ରାଜଧାନୀରୁ ଆଉ ୩୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ମୋଟ ୨୫୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେଥିରୁ ରାଜଧାନୀର ଅଛନ୍ତି ୩୮ ଜଣ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁସାରେ, ଏହି ୩୮ ଜଣଙ୍କ ମଧ୍ୟରୁ ୨୫ ଜଣ ହୋମ କ୍ୱାରେଣ୍ଟାଇନରେ ଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଆକ୍ରାନ୍ତ…

ଦିଲ୍ଲୀ, ମହାରାଷ୍ଟ୍ରରେ ପ୍ରଥମଥର ଲାଗି ପରୀକ୍ଷା ମୂଳକ ଭାବେ ଉପଲବ୍ଧ ହେବ କୋଭିଡ଼-୧୯ ଔଷଧ !

ନୂଆଦିଲ୍ଲୀ: ଦେଶର ମହାରାଷ୍ଟ୍ର ଓ ଦିଲ୍ଲୀରେ କରୋନା ମହାମାରୀ ପରିସ୍ଥିତି ଚିନ୍ତାଜନକ । ଏପରି ପରିସ୍ଥିତିରେ ପାଞ୍ଚଟି ରାଜ୍ୟ ମଧ୍ୟରୁ ପ୍ରଥମଥର ଲାଗି ଏହି ଦୁଇଟି ରାଜ୍ୟରେ ପରୀକ୍ଷା ମୂଳକଭାବେ ୨୦,୦୦୦ ଭାୟାଲ କରୋନା -୧୯ ଔଷଧ ରେମଡ଼େସିଭିର ପହଞ୍ଚିବ । ଏନଡ଼ିଟିଭିରେ ପ୍ରକାଶିତ ଏକ ରିପୋର୍ଟ…

ସୋନମ, ସୋନାକ୍ଷୀ, ସାରାଅଲୀଙ୍କ ଫଟୋ ଶେୟାର କରି କରନ ଜୋହରଙ୍କୁ ପୁଣି ଉପହାସ କଲେ କଙ୍ଗନା

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ବଲିଉଡ କୁଇନ କଙ୍ଗନା ରାନାୱତ ପୁନର୍ବାର କରନ ଜୋହରଙ୍କୁ ଟାର୍ଗେଟ କରିଛି । ସେ ଉପହାସ କରି କହିଛନ୍ତି ଷ୍ଟାର କିଡ୍ସଙ୍କ କିଛି ପୁରୁଣା ଫଟୋ ଶେୟାର କରୁଛି । ବଲିଉଡ ମାଫିଆ କରନ ନିଶ୍ଚିତ ଏହି ଫଟୋ ଦେଖିଥିବେ । ଷ୍ଟାର କିଡ୍ସ ପ୍ରକୃତରେ…

ମଣିପୁର ସଙ୍କଟ : ଏନପିପିର ୪ ମନ୍ତ୍ରୀ ଇସ୍ତଫା ପ୍ରତ୍ୟାହର କରିନେବାକୁ ରାଜି

ଇମ୍ଫାଲ: ମଣିପୁରରେ କଂଗ୍ରେସ ସରକାର କରିବା ଆଶା ଧିରେ ଧିରେ ମଉଳିବାରେ ଲାଗିଛି । ଗୁରୁବାର ବିଜେପିର ସହଯୋଗୀ ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନପିପି)ର ୪ ମନ୍ତ୍ରୀ ସେମାନଙ୍କ ଇସ୍ତଫା ପ୍ରତ୍ୟାହାର କରିନେବାକୁ ରାଜି ହୋଇଛନ୍ତି । ମେଘାଳୟ ମୁଖ୍ୟମନ୍ତ୍ରୀ ଓ ଏନପିପି ମୁଖ୍ୟ କୋନରାଡ ସଙ୍ଗମା…

ବାତିଲ୍ ହେଲା ସିବିଏସଇ ଦଶମ, ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ (ସିବିଏସଇ) ଚଳିତ ବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛି । ଏନେଇ ବୁଧବାର ଦିନ ସିବିଏସଇ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି । ଏପରିକି ଦଶମ ବୋର୍ଡ଼ ପରୀକ୍ଷାର ଯେଉଁ କେତେକ ପରୀକ୍ଷା…