ଭିଜିଲାନ୍ସ ଜାଲରେ ଯୋଗାଣ ବିଭାଗ ଜୁନିୟର ଆକାଉଣ୍ଟାଣ୍ଟ
ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଯୋଗାଣ ବିଭାଗର ଜୁନିୟର ଆକାଉଣ୍ଟାଣ୍ଟ କମ୍ବୁପାଣି ମିଶ୍ର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପକ୍ଷରୁ ତାଙ୍କ ବରଗଡ ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ।
କୁମ୍ଭପାଣିଙ୍କ ସୋନପୁର ଜିଲ୍ଲା…