ଆଉ ହେବନି ‘ହରିଜନ’ ଶବ୍ଦର ବ୍ୟବହାର
ଭୁବନେଶ୍ୱର: ଓଡ଼ିଶା ସରକାର ସମସ୍ତ ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ବିଭାଗଗୁଡ଼ିକୁ 'ହରିଜନ' ଶବ୍ଦ ଆଉ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଏବଂ କମିଶନର-କମ୍-ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ 'ହରିଜନ' ଶବ୍ଦଟି କୌଣସି…