Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଟେକ୍ନିକାଲ୍ କନସଲଟାଣ୍ଟ

ଭଦ୍ରକ: ସର୍ବଶିକ୍ଷା ଅଭିଯାନ, ଜି୍‌ଲ୍ଲା ପ୍ରୋଜେକ୍ଟ କୋ-ଅଡିନେଟରର ଟେକ୍ନିକାଲ୍ କନସଲଟାଣ୍ଟ ଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ବୈଲୋଚନା ପୁହାଣ ବୋଲି ଜଣାପଡିଛି। ମିଳିଥିବା ସୂଚନା…

ଗଞ୍ଜାମ: ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଲୁଟ ଉଦ୍ୟମ

ଶେରଗଡ: ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଠୁରୁବୁରାଇ ଗ୍ରାମ ପଞ୍ଚାୟତରେ ଥିବା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଗତକାଲି ବିଳମ୍ବିତ ରାତିରେ କିଛି ଅସମାଜିକ ବ୍ୟକ୍ତି ବ୍ୟାଙ୍କ ତାଲା ଭାଙ୍ଗି ବ୍ୟାଙ୍କ ଭିତରେ ପଶିଥିଲେ । ସକାଳୁ ସକାଳୁ ସେହି ଗ୍ରାମର କିଛି ବ୍ୟକ୍ତି ବ୍ୟାଙ୍କର…

୫୬ ଟି ନୂଆ ମାମଲା ସହ ୭୦୦ ଟପିଲା ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଗୁରୁବାର ଦିନ ଆଉ ୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ଆଜି ଚିହ୍ନଟ ୫୬ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୧୩ ଜଣ…

ଦଶମୂଳ ମୋଦକ ସେବନ ପରେ ସୁସ୍ଥ ହେଲେ ଶ୍ରୀବିଗ୍ରହ; ଗଜପତି ମହାରାଜାଙ୍କୁ ଦିଆଗଲା ଖବର

ପୁରୀ: ଅଣସର ଘରେ ଜରରେ ପଡିଥିବା ଶ୍ରୀଜୀଉ ଗତକାଲି ବିଳମ୍ବିତ ରାତିରେ ସୁସ୍ଥ ହୋଇଛନ୍ତି। ମହାପ୍ରଭୁ ସୁସ୍ଥ ହୋଇଥିବାରୁ ଆଜି ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି। ଦଶମୂଳ ମୋଦକ ସେବନ ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି…

କରୋନା ଅପଡେଟ; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୨ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୪ ମୃତ

ନୂଆଦିଲ୍ଲୀ: ଦେଶରେ ତାଣ୍ଡବ ରଚୁଛି କରୋନା । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୬୯୪୬ ରେ…

ନାବାଳକର ଟାଙ୍ଗିଆ ଚୋଟରେ ପ୍ରାଣ ହରାଇଲା ସମ୍ପର୍କୀୟ ଭାଇ

ରେଢାଖୋଲ: ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ତଲିମାଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ନାବାଳକ ଟାଙ୍ଗିଆ ଚୋଟରେ ପ୍ରାଣ ହରାଇଛି ତାର ସମ୍ପର୍କୀୟ ଭାଇ । ମିଳିଥିବା ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଏହି ନାବାଳକ ଜଣଙ୍କ ନିଜର ୨୮ ବର୍ଷୀୟ ସଂପର୍କୀୟ ଭାଇ ବିଳାସନ…

ଘର ଭିତରୁ ଉଦ୍ଧାର ହେଲା ବିଧାୟକଙ୍କ ‘ପିଏସଓ’ର ମୃତ ଦେହ; ଆତ୍ମହତ୍ୟା ସନ୍ଦେହ

ବଣାଇ: ଗୁରୁବାର ସକାଳୁ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ପିଏସ୍‌ଓର ମୃତଦେହ ତାଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି । ପିଏସଓ ଜଣଙ୍କ ନିଜ ସର୍ଭିସ୍‌ ରିଭଲଭରରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ପିଏସଓଙ୍କ ନାମ ଡମ୍ବରୁଧର ସାହୁ । ସୁଚାନୁଯାୟୀ,ମୃତ…

ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଲା ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୩ ପଇସା ଓ ୬୪ ପଇସା ବୃଦ୍ଧି ପାଇଛି। ସକାଳ…

ଜିଆ ଖାନ ଆତ୍ମହତ୍ୟା ଘଟଣା: ସିବିଆଇକୁ ପ୍ରଭାବିତ କରି କେସ୍ ବନ୍ଦ କରି ଦେଇଥିଲେ ସଲମାନ !

ମୁମ୍ବାଇ: ରବିବାର ଦିନ ବଲିଉଡର ଉଦିୟମାନ କଳାକାର ସୁଶାନ୍ତ ସିଂ ରାଜପୁତ ନିଜ ବାସଭବନରେ ଆତ୍ମହତ୍ୟା କରିବା ପରେ ବଲିଉଡରେ ପରିବାରବାଦ୍ ଉପରେ ଅନେକ ଆଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି । ଯାହା ଅପକମିଙ୍ଗ କଳାକାରଙ୍କ କ୍ୟାରିଅରକୁ ନଷ୍ଟ କରି ଦେଉଛି । ନିକଟରେ ସ୍ୱର୍ଗତ ଅଭିନେତ୍ରୀ ଜିଆ ଖାନଙ୍କ…

୨୧୪ଟି ଓଡିଶା ଆଦର୍ଶ ବିଦ୍ୟାଳୟରେ ଆଜିଠୁ ଆରମ୍ଭ ନାମ ଲେଖା

ଭୁବନେଶ୍ୱର: ଜୁନ୍‌ ୧୮ ତାରିଖ (ଗୁରୁବାର)ରୁ ଆରମ୍ଭ ହେବ ରାଜ୍ୟର ୨୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା । ସକାଳ ୭ଟାରୁ ୯ଟା ୩୦ ମଧ୍ୟରେ ନାମଲେଖା‌ ଅନୁଷ୍ଠିତ ହେବ। ଏହି ନାମ ଲେଖା ପକ୍ରିୟା ୪ଟି ପର୍ଯ୍ୟାୟରେ ଶେଷ କରିବାକୁ ନିଷ୍ପତ୍ତି ହୋଇଛି। ୬ଷ୍ଠ ଶ୍ରେଣୀରେ ନାମଲେଖା ହେବାକୁ…