Latest Odisha News

BREAKING NEWS

ଅଲୌକିକ ନାଗାର୍ଜୁନ ପରମ୍ପରା -୨

...କିଛି ସମୟ ପରେ ନାନା ରତ୍ନଭରଣ ଯୁକ୍ତ ହୋଇ ଗଣ୍ଡା ଜଳପାନ କରିବାକୁ ଝରଣା ନିକଟକୁ ଆସିଲା । ଜଳପାନ ଶେଷକରି ଫେରିଲା ବେଳକୁ ଲତା ଗହଳରେ ଲୁଚି ରହିଥିବା କିରାତ ବେଶି ଅର୍ଜୁନ ଶର ନିକ୍ଷେପ କଲେ। ଶରଘାତରେ ପ୍ରଚଣ୍ଡ ଶବ୍ଦ କରି ଗଣ୍ଡା ମୃତ୍ୟୁ ବରଣ କଲା । ସେହିଦିନ ନାଗାର୍ଜୁନର ସ୍ୱନକ୍ଷେତ୍ର…

ତିନିଦିନିଆ ଓଡିଶା ଗସ୍ତରେ ଆରଏସଏସର ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର: ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଆରଏସଏସର ମୁଖ୍ୟ ମୋହନ ଭାଗବତ। କରୋନା ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ସ୍ତରରେ ଅନୁଷ୍ଠିତ ହେଉଛି । ପୂର୍ବକ୍ଷେତ୍ର ପାଇଁ ଉଦ୍ଦିଷ୍ଟ ଏହି ବୈଠକ…

ଆସନ୍ତା ଜାନୁଆରି ୮ ପର୍ଯ୍ୟନ୍ତ ଭିଡିଓ କନଫରେନ୍ସିଂ ବ୍ୟବସ୍ଥାରେ ମାମଲା ଶୁଣାଣି ଜାରି ରହିବ: ହାଇକୋର୍ଟ

କଟକ: ଆସନ୍ତା ୨୦୨୧ ଜାନୁଆରି ୮ ତାରିଖ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ପୂର୍ବଭଳି କଟକଣା ଭିତରେ ଚାଲିବ। କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଫୁଲ କୋର୍ଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଏପରି…

ସରିଛି ୧୪ଟି ସାଗରମାଳା ପ୍ରକଳ୍ପ କାର୍ଯ୍ୟ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ୫୭ ହଜାର ୩୭୯ କୋଟି ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ୪୬ଟି ସାଗରମାଳା ପ୍ରକଳ୍ପର ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ଦିନ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ…

ପୁରୁଷଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଉଛନ୍ତି ମହିଳା ବାଇକର

ଅହମ୍ମଦାବାଦ: ଆଜିର ଯୁଗରେ ମହିଳାମାନେ କୌଣସି ଗୁଣରେ ପୁରୁଷଙ୍କଠାରୁ କମ୍ ନୁହେଁ । ଗାଡି ଚଲାରେ ମହିଳାମାନେ ମଧ୍ୟ ଏଥର ପୁରୁଷଗ୍ରୁପଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରିଛନ୍ତି । ଆସନ୍ତୁ ଜାଣିବା ଏ ଭଳି କିଛି ମହିଳା ବାଇକର ଗ୍ରୁପ ସମ୍ପର୍କରେ..ଦି ବାଇକରାନୀ: ମହିଳା ବାଇକର ଉର୍ବଶୀ ପଟୋଲା…

ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀଙ୍କ ସୁବିଧା ଲାଗି ଅନଲାଇନରେ ମିଳିବ ୧୧ ପ୍ରକାର ସେବା

ଭୁବନେଶ୍ବର: ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ସୁବିଧା ପାଇଁ ୫-ଟି କାର୍ଯ୍ୟକ୍ରମରେ ଅନ୍‌ଲାଇନ ଜରିଆରେ ୧୧ ପ୍ରକାର ସେବା ମିଳିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପ ହେଉଛି ଆମ ଅର୍ଥନୀତିର ବିକାଶର ଆଧାର । ଏହି କ୍ଷେତ୍ରରେ ହିଁ ଅଧିକ ଲୋକ…

ଫିଲ୍ମ ତୋରବାଜ୍‌ରେ ଫେରୁଛନ୍ତି ସଂଜୟ ଦତ୍ତ !

ମୁମ୍ବାଇ: ଚଳିତବର୍ଷ ତିନୋଟି କାରଣକୁ ନେଇ ଚର୍ଚ୍ଚାରେ ରହିଛନ୍ତି ସଂଜୟ ଦତ୍ତ । ପ୍ରଥମତଃ ଫିଲ୍ମ କେଜିଏଫ୍‌-୨ରେ ତାଙ୍କ ୟୁନିକ୍ ଲୁକ୍‌, ଦ୍ୱିତୀୟତଃ ସଡକ-୨ର ବିଫଳତା ଓ ଶେଷରେ ଫୁସ୍‌ଫୁସ୍ କ୍ୟାନ୍ସର ପାଇଁ ଚିନ୍ତାରେ ପଡିଥିଲେ ତାଙ୍କ ଅଗଣିତ ଫ୍ୟାନ୍ । ହେଲେ କ୍ୟାନ୍ସର ସହ ଜୁଝିବା ପରେ ଏବେ…

ନସିରୁଦ୍ଦିନ ଶାହଙ୍କୁ ଆଦିତ୍ୟ ବିକ୍ରମ ବିର୍ଲା କଳାଶିଖର ପୁରସ୍କାର

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ନସିରୁଦ୍ଦିନ ଶାହଙ୍କୁ ସମ୍ମାନଜନକ ଆଦିତ୍ୟ ବିକ୍ରମ ବିର୍ଲା କଳାଶିଖର ପୁରସ୍କାର ପ୍ରଦାନ କରାଯାଇଛି । ସଂଗୀତ କଳାକେନ୍ଦ୍ର ପୁରସ୍କାର ଭର୍ଚୁଆଲ ଉତ୍ସବରେ ସଂଗୀତ କଳାକେନ୍ଦ୍ରର ସଭାପତି ଶ୍ରୀମତୀ ରାଜଶ୍ରୀ ବିର୍ଲା ଏହି ପୁରସ୍କାର ପାଇଁ ନସିରୁଦ୍ଦିନଙ୍କ ନାମ…

ଓଡିଶାରୁ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। https://twitter.com/HFWOdisha/status/1330144585817976838?s=19 ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ତାମିଲନାଡୁରେ ଜାରି ରହିବ AIADMK-BJP ମେଣ୍ଟ । ଅମିତ ଶାହଙ୍କ ଉପସ୍ଥିତିରେ ଘୋଷଣା କଲେ ପନିରସେଲଭମ୍

ବିହାର ପରେ ଏବେ ବିଜେପିର ମିଶନ ତାମିଲନାଡୁ । ଆଗାମୀ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏକାଠି ଲଢିବ AIADMK-BJP ମେଣ୍ଟ । ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ପନିରସେଲଭମ୍ । ତାମିଲନାଡୁ ସବୁବେଳେ ପ୍ରଧାନମନ୍ତ୍ରୀଙ୍କ ସମର୍ଥନ କରିବ…