ଜୁନ୍ ୨୦ରୁ ଦିଲ୍ଲୀରେ ପ୍ରତିଦିନ ହେବ ୧୮୦୦୦ କରୋନା ଟେଷ୍ଟ
ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ଉଗ୍ର ହେଉଛି କରୋନା । ଏଠାରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ତେବେ ଦିଲ୍ଲୀରେ କରୋନା ମୁକାବିଲା ପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତା ଶାହାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।
ଏଥିରେ କରୋନା ମୁକାବିଲା ପାଇଁ ଉଭୟ…