Loot from Bank: ବନ୍ଧୁକ ମୁନରେ ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍; ୫ କୋଟିରୁ ଅଧିକ ସୁନା…
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ର ଶାଖାରୁ ସୋମବାର ଏକ ବଡ଼ ଧରଣର ଲୁଟ୍ ସୂଚନା । ବଡବିଲର କଳିଙ୍ଗ ରାସ୍ତା ସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଶାଖାରେ ଡକାୟତମାନେ ବନ୍ଧୁକ ମୁନରେ ୮ ଲକ୍ଷ ଟଙ୍କା ଓ ୫ କୋଟିରୁ ଅଧିକ ସୁନା ଲୁଟ୍ କରି ଫେରାର…