ଅଭିନେତା ସୁଶାନ୍ତଙ୍କ ମୃତ୍ୟୁରେ ଶୋକ ଜଣାଇଲେ ନବୀନ
ଭୁବନେଶ୍ୱର: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ସ୍ତବ୍ଧ କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ୍ ସୁଶାନ୍ତଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି । ସୁଶାନ୍ତଙ୍କ ମୃତ୍ୟୁର…