ସୁନ୍ଦରଗଡରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ
ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ରବିବାର ଦିନ ଆଉ ୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।
ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ…