Latest Odisha News

BREAKING NEWS

କଟକରେ ରଜ ପର୍ବ ପାଳନ ଉପରେ ଲାଗିଲା ପ୍ରତିବନ୍ଧକ

କଟକ: କରୋନାଭାଇରସ୍ ବିସ୍ତାରକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ରଜ ପର୍ବ ପାଳନ ଉପରେ ପ୍ରତିବନ୍ଧକ ଜାରି କରାଯାଇଛି। ପ୍ରଶାସନର ନିର୍ଦ୍ଦେଶ ଅନୁଯାୟୀ, ସର୍ବସାଧାରଣ ସ୍ଥାନରେ ଏକାଠି ରଜ ମହୋତ୍ସବ ପାଳନ ନିଷେଧ। ଏପରିକି ଏହି ପର୍ବ ସହ ଜଡ଼ିତ ‘ପୁଚି’, ଦୋଳି ଏବଂ ‘ବାଗୁଡି’ ଭଳି…

ସେପ୍ଟେମ୍ବର ପୂର୍ବରୁ DL ଓ LL ଆବେଦନ ମନା

ଭୁବନେଶ୍ୱର: ସେପ୍ଟେମ୍ବର ପୂର୍ବରୁ ଡ଼ିଏଲ ଓ ଏଲଏଲ ପାଇଁ ଆବେଦନ କରିହେବ ନାହିଁ । ପୁରୁଣା ଆବେଦନ କାରୀ ଙ୍କୁ ଜୁଲାଇରୁ ମିଳିବ ନୂଆ ସ୍ଲଟ । ଅଢ଼େଇ ଲକ୍ଷ ଆବେଦନକାରୀଙ୍କୁ ନୂଆ ସମୟ ଦିଆଯିବ । ଏନେଇ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ଗତ ୧୧ ତାରିଖରେ ଡିଏଲ ଓ ଏଲଏଲ…

ଗୋଟିଏ ଦିନରେ ଜଗତସିଂହପୁରରେ ସର୍ବାଧିକ କରୋନା ପଜିଟିଭ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଶନିବାର ଦିନ ୧୩ଟି ନୂଆ କୋଭିଡ-୧୯ ପଜିଟିଭ ମାମଲା ରିପୋର୍ଟ କରାଯାଇଛି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ସୂଚନାନୁସାରେ, କ୍ୱାରେଣ୍ଟାଇନ କେନ୍ଦ୍ରରୁ ୧୨ ଟି ଏବଂ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ଆଉ ଗୋଟିଏ…

ହାଲୋ ମୁଁ ଭୁବନେଶ୍ୱର ଆସୁଛି : ବିଜୟ ମହାନ୍ତି

ଭୁବନେଶ୍ୱର: ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କୁ ନେଇ ଭୁବନେଶ୍ୱରରୁ ଯାଇଥିବା ଡାକ୍ତରୀ ଟିମ୍ ଆମ୍ବୁଲାନ୍ସ ଯୋଗେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଭିମୁଖେ ବାହାରିଛି । ଆଜି ଦିନ ୧୧ଟା ୫୫ ସମୟରେ ଏହି ଆମ୍ବୁଲାନ୍ସ ହ୍ରାଇଦ୍ରାବାଦ ଛାଡିଥିବା ସୂଚନା ମିଳିଛିି । ଭୁବନେଶ୍ୱର ଆସିବା ପାଇଁ…

‘ପୁରୀକୁ ସିଲ୍ କରି ବିନା ଭକ୍ତରେ ହେଉ ରଥଯାତ୍ରା’

ଭୁବନେଶ୍ୱର: ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେନେଇ ସରକାର ଚୂଡାନ୍ତ ନିଷ୍ପତ୍ତି ନେଇନାହାଁନ୍ତି । ତେବେ ବିନା ଭକ୍ତରେ ରଥଯାତ୍ରା କରିବାକୁ ସେବାୟତ ମତ ଦେଉଛନ୍ତି । ଏହାରିଭିତରେ ମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ର କହିଛନ୍ତି ଯେ, ମହାପ୍ରଭୁଙ୍କ…

ବସରେ ଯାତ୍ରୀ ହେଉନାହାଁନ୍ତି: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ରାଜ୍ୟରେ ଆରମ୍ଭ ହୋଇଥିବା ବସ୍ ସେବା ବନ୍ଦ ହେବା ସ୍ଥିତି ଉପୁଜିଲାଣି । କ୍ଷତି ଏତେ ହେଉଛି ଯେ, ବାଧ୍ୟ ହୋଇ ବସ୍ ସେବା ବନ୍ଦ କରିବାକୁ ବିଚାର କରାଯାଉଛି । ଆଜି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି ଯେ, ୬୬ଟି ରୁଟରୁ ୨୦ଟି ରୁଟରେ ଯାତ୍ରୀ…

ନୟାଗଡରୁ ଜବତ ହେଲା ୨ କଲରାପତରିଆ ବାଘ ଛାଲ, ମାଷ୍ଟରମାଇଣ୍ଡ ଅଟକ

ନୟାଗଡ଼: ନୟାଗଡ଼ ଜିଲ୍ଲାର ରଣପୁରରେ କ୍ରାଇମ ବ୍ରାଞ୍ଚର ସ୍ୱତନ୍ତ୍ର ଟାସ୍କଫୋର୍ସ (ଏସଟିଏଫ) ଶନିବାର ଦିନ ଦୁଇଟି କଲରାପତରିଆ ବାଘ ଛାଲ ଜବତ କରିବା ସହ ପୋଚିଂ(ଶୀକାର) ରାକେଟର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଚାନ୍ଦପୁର ନିକଟ ଜାମୁବନ୍ଧ ଗାଁର ଲକ୍ଷ୍ମୀଧର ନାୟକ ବୋଲି…

ମାନବିକତାର ପ୍ରତୀକ: ଡାକ୍ତର ସନାତନ ରଥ

ଭାରତର ପ୍ରସିଦ୍ଧ ସ୍ନାୟୁରୋଗ ବିଶେଷଜ୍ଞ ଡା. ସନାତନ ରଥ ଆଉ ନାହାଁନ୍ତି । ଏ ମହାଶୟଙ୍କୁ ଜୀବନରେ ଥରେ ମାତ୍ର ଦର୍ଶନ କରିଛି । କିନ୍ତୁ ସେ ସାକ୍ଷାତ ଆଜି ପର୍ଯ୍ୟନ୍ତ ଜୀବନ୍ତ ରହିଛି । ୧୯୭୪ ମସିହା କଥା । ସେତେବେଳେ ମୁଁ ବାଲେଶ୍ୱର ଜିଲ୍ଲା ଭଣ୍ଡାରିପୋଖରୀ ପି.ଏଚ୍‌.ସି.ରେ ବ୍ଲକ୍…

ସୁନ୍ଦରଗଡରେ ଆଉ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଶୁକ୍ରବାର ଦିନ ଆଉ ଜଣେ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ପ୍ରଶାସନ।…

ଭୁବନେଶ୍ୱରରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ୱରର ୩ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣ ହୋମ୍ କ୍ୱାରେଂଟିନରେ ଥିବା ବେଳେ ଜଣେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ବିଏମସି ସୂଚନା ଦେଇଛି ।…