Latest Odisha News

BREAKING NEWS

ରାଜ୍ୟରେ ପୁଣି ଦୁଇ ଡାକ୍ତର କରୋନା ଆକ୍ରାନ୍ତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଦୁଇଜଣ ମହିଳା ଡାକ୍ତରଙ୍କ ସମେତ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ମହିଳା ଡାକ୍ତର ନର୍ଲାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟ କରନ୍ତି। ମେଡିକାଲରେ ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ…

ଆଜିଠାରୁ ୧୧ଟି ଜିଲ୍ଲାରେ ପୁଣି ଦୁଇ ଦିନିଆ ସଟ୍ ଡାଉନ

ଭୁବନେଶ୍ୱର : ଆଜିଠାରୁ ପୁଣି ରାଜ୍ୟରେ ଦୁଇ ଦିନିଆ ସଟ୍‌ଡାଉନ ପାଳନ ହେଉଛି । ୧୧ଟି ଜିଲ୍ଲା ଆଜି ଓ ଆସନ୍ତକାଲି ସଟ୍ ଡାଉନ ରହିବ । ଏହି ଜିଲ୍ଲାଗୁଡିକ ହେଲା ଗଂଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର ଓ ବଲାଙ୍ଗିର । ସଟ୍ ଡାଉନ…

ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କୁଲଗାମ୍ ଓ ଅନନ୍ତନାଗ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୪ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର ନିପୋରା…

ରଜ ବେଳେ ଦୁଇ ଦିନ ବନ୍ଦ ରହିବ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର : ରଜ ପାଇଁ ଦୁଇ ଦିନ ମାଟ୍ରିକ ଖାତା ମୂଲ୍ୟାୟନ ବନ୍ଦ ରହିବ । ଆସନ୍ତାକାଲି ଅର୍ଥାତ ୧୪ ଓ ୧୫ ତାରିଖରେ ଖାତା ଦେଖା ହେବ ନାହିଁ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

କରୋନା ମୁକାବିଲା: ୧୬ ଓ ୧୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଂଚଳର ମୁଖ୍ୟଙ୍କ ସହ ଆଲୋଚନା କରିବେ । କୋଭିଡ ମୁକାବିଲା, ଅନଲକ୍ ପରିସ୍ଥିତି ନେଇ ଆଲୋଚନା ହେବ ବୋଲି ଜଣାପଡିଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହି…

‘ଦିୟା ଅର ବାତି ହମ୍’ର ଫେମ୍ ଦୀପିକା ସିଂଙ୍କ ମାଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ‘ଦିୟା ଅର ବାତି ହମ୍’ ମୁଖ୍ୟ ଅଭିନେତ୍ରୀ ଦୀପିକା ସିଂ ଓରଫ ସାନ୍ଧ୍ୟାଙ୍କ ମାଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଦୀପିକା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ସେୟାର କରି ସାହାଯ୍ୟ ପାଇଁ ଆବେଦନ କରିଥିଲେ।…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ  ତା ୧୩-୬-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁନ  ତା ୧୩ ରିଖ  ଶନିବାର ବୃଷ ୩୧ ଦିନ  ଆଷାଢ ମାସ କୃଷ୍ଣ ପକ୍ଷ  ଅଷ୍ଟମୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-:  ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର:- ମିଥୁନ ରାଶି ପୁରୁଷ…

କରୋନା ଆତଙ୍କ: କଟକ ଜିଲ୍ଲାରେ ୯୨ ନୂଆ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଶୁକ୍ରବାର ଦିନ ୯୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, କାନପୁରରେ ୨୬, କଟକ ସହରରେ ଜଣେ, ନିଶ୍ଚିନ୍ତକୋଇଲିରେ ୪୩ ଜଣ, ନିଆଳିରେ ୧୧, ସାଲେପୁରରେ ୨ଜଣ, ମାହାଙ୍ଗାରେ ୫ ଜଣ (ଜଣ ଅସ୍ଥାୟୀ ସ୍ୱାସ୍ଥ୍ୟ…

ଜୋର୍‌ଦାର୍ ଚାଲିଛି ତିନିରଥ ରଙ୍ଗ, ସିଲେଇ କାମ; ଲାଗିବ ଓଲଟ ଶୁଆ, କଳସ

ପୁରୀ: ଜୁନ୍ ୨୩ରେ ପୁରୀରେ ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ନିର୍ମାଣ କାର୍ଯ୍ୟ ଏକପ୍ରକାର ଚୂଡ଼ାନ୍ତ ପର୍ଯ୍ୟାୟରେ । ଶ୍ରୀକ୍ଷେତ୍ରର…

ଜିଏସଟି କାଉନସିଲ୍ ବୈଠକ: ରିଟର୍ଣ୍ଣ ନଭରିଥିଲେ ଦେବାକୁ ପଡ଼ିବନି ଲେଟ୍ ଫି

ନୂଆଦିଲ୍ଲୀ: ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଦିନ ହୋଇଥିବା ୪୦ ତମ ଜିଏସଟି ବୈଠକରେ ଟ୍ୟାକ୍ସ ଲାଗି ଅଣ-ଆସବାବପତ୍ର ପ୍ରଦାନ ପାଇଁ ବିଳମ୍ବ ଶୁଳ୍କ ହ୍ରାସ/ଛାଡ କରିବାକୁ ନିଷ୍ପତ୍ତି ନିଆଯାଇଛି।…