ଏନ୍ଆଇଆର୍ଏଫ୍ ର୍ୟାଙ୍କିଙ୍ଗ୍ : ଦେଶର ଶ୍ରେଷ୍ଠ ୨୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ସୋଆ, ଓଡ଼ିଶାରେ ୧ ନମ୍ବର
ଭୁବନେଶ୍ୱର: ଦେଶର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସାମିଲ୍ ହେଲା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) । ଗୁରୁବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିଆଲ୍ ନିଶାଙ୍କଙ୍କ ଦ୍ୱାରା ବିଭିନ୍ନ ବର୍ଗର ଶିକ୍ଷାନୁଷ୍ଠାନକୁ ନେଇ ଘୋଷଣା ହୋଇଥିବା…