Latest Odisha News

BREAKING NEWS

କଟକରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୬ ଛୁଇଁଲା, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

କଟକ: ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୋଟ୍ ମାମଲା ୨୧୬କୁ ବୃଦ୍ଧି ପାଇଛି। ନୂତନ ମାମଲାଗୁଡ଼ିକ ମଧ୍ୟରୁ ତିନିଜଣ କଟକ ସହରର ବାସିନ୍ଦା ହୋଇଥିବା ବେଳେ ଆଉ ୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରର । ସେମାନଙ୍କ ମଧ୍ୟରୁ ଦୁଇଜଣ…

ବରୁଣେଇ ଓ ଉଗ୍ରତାରା ପୀଠରେ ୧୪୪ ଧାରା ଲଗାଇଲେ ଖୋର୍ଦ୍ଧା ପ୍ରଶାସନ

ଖୋର୍ଦ୍ଧା: କେନ୍ଦୁଝର ପରେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଗୁରୁବାର ଦିନ ରଜ ପର୍ବ ଅବସରରେ ଜନସମାବେଶକୁ ରୋକିବା ପାଇଁ କେତେକ ସ୍ଥାନରେ ପ୍ରତିବନ୍ଧକ ଲଗାଇଛନ୍ତି । ଖୋର୍ଦ୍ଧା ପ୍ରଶାସନ ଜୁନ୍ ୧୪ରୁ ୨୦ ପର୍ଯ୍ୟନ୍ତ ଖୋର୍ଦ୍ଧା ନିକଟସ୍ଥ ବରୁଣେଇ ମନ୍ଦିର ଏବଂ ଟାଙ୍ଗିର ଉଗ୍ରତାରା ମନ୍ଦିର…

ଓଡିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ,…

କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ; ବହୁ ରୋଗରେ ଥିଲେ ପିଡିତ

ଭୁବନେଶ୍ୱର: ଭୁବନେଶ୍ୱରର ଏକ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ୩୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି ଗୁରୁବାର ଦିନ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ୱିଟ୍ ଅନୁଯାୟୀ ସମ୍ପୃକ୍ତ…

ପାକିସ୍ତାନ ସେନା ଦେଶକୁ ପୁନର୍ବାର ହାତମୁଠାକୁ ନେବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି, ଚିନ୍ତାରେ ଇମ୍ରାନ

ଇସଲାମବାଦ: ପାକିସ୍ତାନରେ ସେନା ନିଜ ସ୍ଥିତି ମଜଭୁତ କରିବା ଆରମ୍ଭ କରିଛି । ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦୁର୍ବଳ ରାଜନୀତି ଓ ଲୋକପ୍ରିୟତା ହ୍ରାସର ଫାଇଦା ଉଠାଇବା ଲକ୍ଷ୍ୟରେ ପାକିସ୍ତାନ ସେନା ରହିଛି । ଇତି ମଧ୍ୟରେ ଦେଶର ପ୍ରମୁଖ ସଂସ୍ଥା ଏୟାରଲାଇନ୍ସ, ବିଦ୍ୟୁତ ଏବଂ କୋଭିଡ-୧୯…

ଏମ୍ସରେ ୫ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର; ସୂଚନା ଦେଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆର୍ୟୂବିଜ୍ଞାନ ସଂସ୍ଥାନ (ଏମ୍ସ)ର ପାଞ୍ଚ ଜଣ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ୱାସ୍ଥବସ୍ଥା ସ୍ଥିର ରହିଥିବା ନେଇ ଗୁରୁବାର ଦିନ ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ଏମ୍ସ, ଭୁବନେଶ୍ୱର ପକ୍ଷରୁ କରାଯାଇଥିବା ଏକ ଟ୍ୱିଟ୍ ଅନୁଯାୟୀ ପ୍ରଥମ…

ସଙ୍ଗରୋଧ କେନ୍ଦ୍ରରେ ନାବାଳିକାଙ୍କ ମୃତ୍ୟୁ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ସଂଗରୋଧ କେନ୍ଦ୍ରରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ସାରସମାଲର ଜଣେ ୧୪ ବର୍ଷୀୟା ନାବାଳିକା ନିକଟ ଅତୀତରେ ତାମିଲନାଡୁରୁ ଫେରିଥିଲେ । ପରେ ସେ ନିଜ ପରିବାର…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ, ନବରଙ୍ଗପୁର,…

ସାରା ବିଶ୍ୱରେ ଐତିହାସିକ ବ୍ୟକ୍ତିଙ୍କ ମୂର୍ତ୍ତି ଭଙ୍ଗା ଯାଉଛି: ୬୦ ବିବାଦୀୟ ବ୍ୟକ୍ତିଙ୍କ ନାମ ଏହି ତାଲିକାରେ ରହିଛି

ୱାଂଶିଂଟନ: ଆମେରିକାରେ କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲେୟଡଙ୍କ ମୃତ୍ୟୁ ପରେ ଆମେରିକାରେ ଜୋରଦାର ପ୍ରଦର୍ଶନ ଜାରି ରହିଛି । ଏହି ପ୍ରଦର୍ଶନ ଏବେ ସାରା ବିଶ୍ୱକୁ ବ୍ୟାପୀବାରେ ଲାଗିଛି । ବିକ୍ଷୋଭକାରୀମାନେ ଦାସପ୍ରଥା, ଗୋଲାମଗିରି ଓ ବର୍ଣ୍ଣବୈଷମ୍ୟ ବିବାଦ ସୃଷ୍ଟି କରିଥିବା ଐତିହାସିକ…

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ସାବିତ୍ରୀ ରଥ

କଟକ: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ଭାବେ ଗୁରୁବାର ଦିନ ଶପଥ ଗ୍ରହଣ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ହାଇକୋର୍ଟର ମୁଖ୍ୟ ବଚାରପତି ମହମ୍ମଦ ରଫିକ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏହାକୁ ମିଶାଇ ହାଇକୋର୍ଟ ବିଚାରପତିଙ୍କ…