ଉଦଘାଟିତ ହେଲା ଆଦିବାସୀ ମେଳା, ପ୍ରଥମ ଥର ପାଇଁ ଇ ମାର୍କେଟିଂ ବ୍ୟବସ୍ଥା
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ । ଏହା ଫେବ୍ରୁଆରୀ ୯ ତାରିଖ ଯାଏଁ ଚାଲିବ । ଦିନ ୧୧ଟାରୁ ସନ୍ଧ୍ୟା ୭ଟା ଯାଏଁ ମେଳା ଚାଲିବ ।
ଚଳିତ ବର୍ଷ ପ୍ରଥମ ଥର ପାଇଁ ଇ ମାର୍କେଟିଂର…