ବିଜେପି କାର୍ଯ୍ୟାଳୟରେ ପହଞ୍ଚିଲା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପାର୍ଥୀବ ଶରୀର
ଭୁବନେଶ୍ୱର: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ମୃତଦେହ ମଙ୍ଗଳବାର ଦିନ ଭୁବନେଶ୍ୱରରେ ଥିବା ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଛି।
ପ୍ରାପ୍ତ ସୂଚନାନୁଯାୟୀ ଗତ ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଅର୍ଜୁନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।…