ବିଜେପି ନେତା ସମ୍ବିତ ପାତ୍ରଙ୍କ କରୋନା ଟେଷ୍ଟ ନେଗେଟିଭ
ଭୁବନେଶ୍ୱର: ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କର କରୋନା ଟେଷ୍ଟ ରିପୋର୍ଟ ରବିବାର ଦିନ ନେଗେଟିଭ ବାହାରିବା ପରେ ସେ ଗୁରୁଗାଓଁ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି।
ଗତ ମେ ୨୮ ତାରିଖରେ ତାଙ୍କ ଶରୀରରେ କୋଭିଡ-୧୯ ଲକ୍ଷଣ ଦେଖାଯିବା ପରେ ଶ୍ରୀ ପାତ୍ରଙ୍କୁ ଚିକିତ୍ସା ନିମନ୍ତେ…