ଗୋଟିଏ ଦିନରେ ସର୍ବାଧିକ ୧୭୮ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ସୁସ୍ଥ ହାର ମଧ୍ୟ ବଢ଼ୁଛି । ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଟେଷ୍ଟ ପରେ ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏହାପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ…