ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ଖସୁଛି କରୋନା ଗ୍ରାଫ । ହାରୁଛି କରୋନା ଜିତିଛୁ ଓଡ଼ିଶା । ଗତ ୨୪ ଘଂଟାରେ ରାଜ୍ୟରେ ୮ଶହ ତଳକୁ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ୩୦ ଜିଲ୍ଲାରୁ ୭୫୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ…