ଜିଓ ପ୍ଲାଟଫର୍ମରେ ଅତିରିକ୍ତ ୪୫୪୬.୮୦ କୋଟି ଟଙ୍କା ନିବେଶ କରିବେ ସିଲଭର ଲେକ୍ ଏବଂ ଏହାର ସହଯୋଗୀ ନିବେଶକ
ଭୁବନେଶ୍ୱର: ଆମେରିକୀୟ ଘରୋଇ ଇକ୍ୱିଟି ସଂସ୍ଥା ସିଲଭର ଲେକ୍ ଏବଂ ଏହାର ସହ-ନିବେଶକମାନେ ଜିଓ ପ୍ଲାଟଫର୍ମସରେ ଅତିରିକ୍ତ ୪୫୪୬.୮୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବେ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଏବଂ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଘୋଷଣା କରାଯାଇଛି ।…