Latest Odisha News

BREAKING NEWS

ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରୁ ଅଣସର: ଜାଣନ୍ତୁ, କିପରି ପାଳିତ ହୁଏ ରୀତିନୀତି

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ନିନା ବାରିକଙ୍କ ଭକ୍ତି ଅର୍ଘ୍ୟ ) ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରଧାନ ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ହେଉଛି ସ୍ନାନ ଯାତ୍ରା । ଯାହା ଦେବସ୍ନାନ ପୂର୍ଣ୍ଣିମା ନାମରେ ଖ୍ୟାତ ଏବଂ ପରିଚିତ । ଜ୍ୟେଷ୍ଠ ପୂର୍ଣ୍ଣିମା ଭଲି ଏକ ଦୁର୍ଲଭ…

ଶ୍ରମିକ ସ୍ପେଶାଲ ଟ୍ରେନରେ ଜନ୍ମିତ ଶିଶୁଙ୍କୁ ପୂର୍ବତଟ ରେଳପଥ ଦେବ ଉପହାର

ନୂୂଆଦିଲ୍ଲୀ: ଭାରତୀୟ ରେଳବାଇ ଦ୍ୱାରା ଚଳାଚଳ କରୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ ରେ ଶିଶୁ ଜନ୍ମ ହେବା ଖୁସି ଖବର ମିଳୁଛି I ଏହା ଭାରତୀୟ ରେଳବାଇ ପାଇଁ ଅତ୍ୟନ୍ତ ଶୁଭ ଖବର ବୋଲି କୁହାଯାଇଛିI ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଶ୍ରମିକ ସ୍ପେଶାଲ ଟ୍ରେନ ରେ ତିନିଟି ନବଜାତ ଶିଶୁ ଜନ୍ମ…

ପ୍ରବାସୀଙ୍କୁ ନିଜ ଘରକୁ ପଠାଇବାକୁ ରାଜ୍ୟମାନଙ୍କୁ ୧୫ ଦିନର ମହଲତ ଦେଲେ ସୁପ୍ରିମକୋର୍ଟ

ଆସନ୍ତା ୧୫ ଦିନ ମଧ୍ୟରେ ପ୍ରବାସୀଙ୍କୁ ନିଜ ନିଜ ରାଜ୍ୟକୁ ପଠାଇବାର ବ୍ୟବସ୍ଥା କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ କୋର୍ଟ  । ଦେଶର ସର୍ବୋଚ୍ଚ କୋର୍ଟରେ ଦାଖଲ ହୋଇଥିବା ଏକ ପିଆଇଏଲର ଶୁଣାଣି କରି ଆଜି ରାଜ୍ୟମାନଙ୍କୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି  । ଏହିଛଡ଼ା…

ପରିଚାଳନାଗତ ତ୍ରୁଟି ଓ ଦୁର୍ନୀତି ପାଇଁ ସଙ୍କଟରେ ଆସ୍କା ଚିନି ଶିଳ୍ପ !

ଆସ୍କା: ଆସ୍କା ଚିନିକଳରରେ କାମ କରୁଥିବା କର୍ମଚାରୀଙ୍କୁ ସେମାନଙ୍କର ପ୍ରାପ୍ୟ ଠିକ୍ ଭାବେ ମିଳୁନାହିଁ  । ଆଖୁ ଚାଷୀଙ୍କୁ ମଧ୍ୟ ସଠିକ ସମୟରେ ମିଳୁନାହିଁ ସେମାନଙ୍କର ଦେୟ । ପରିଚାଳନାଗତ ତ୍ରୁଟି ଯୋଗୁଁ  ବିଭିନ୍ନ ପ୍ରକାରର ସଙ୍କଟ ଦେଇ ଗତି କରୁଛି ଏଠାକାର ଚିନି ଶିଳ୍ପ  । ଏଭଳି ଅଭିଯୋଗ…

ବିନା ଭକ୍ତରେ ହାତୀ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ପୁରୀ: ସ୍ନାନ ମଣ୍ଡପରେ ପ୍ରଥମ ଥର ଲାଗି ବିନା ଭକ୍ତରେ ଶ୍ରୀଜୀଉ ଦର୍ଶନ ଦେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶ୍ରୀ ସୁଦର୍ଶନଙ୍କର ଏହି ପବିତ୍ର ଗଜାନନ ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀଜୀଉମାନଙ୍କ ଏହି ସୁନ୍ଦର ବେଶକୁ କୋଟି କୋଟି ଭକ୍ତମାନେ…

ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଗଜପତି ଆଦି…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ମହାପ୍ରଭୁ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀ ସୁଦର୍ଶନ ଭଗବାନ ଆଜି ୧୦୮ ଗରା ସୁବାସିତ ଜଳ ଲାଗି କରିଛନ୍ତି । । ପୂଜାପଣ୍ଡା ସାମନ୍ତଙ୍କୁ ଗରାବଡୁ ବିଙ୍ଗଳରେ ଜଳ  ଲାଗି କଲେ । ପୂଜାପଣ୍ଡା ସେବାୟତମାନେ…

ବିଶ୍ୱ ପରିବେଶ ଦିବସ: ଜଳବାୟୁରେ ପରିବର୍ତ୍ତନ ଆଗକୁ ଆହୁରି ମହାମାରୀ ସୃଷ୍ଟି କରିପାରେ !

ବିଶ୍ୱ ପରିବେଶ ଦିବସ ୨୦୨୦: କୋଭିଡ ସଙ୍କଟ ସହ ବିଶ୍ୱ ସଂଘର୍ଷ କରୁଥିବାବେଳେ ଜଳବାୟୁ ପରିବର୍ତ୍ତନର ବିପଦ ଏବଂ ମହାମାରୀ ପାଇଁ ଏହାର ଅର୍ଥ କ’ଣ ହୋଇପାରେ ସେ ବିଷୟରେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି। ୧୯୭୪ ମସିହାରେ ମିଳିତ ଜାତିସଂଘ ଜୁନ୍ ୫ କୁ ବିଶ୍ୱ ପରିବେଶ ଦିବସ ଭାବରେ ଘୋଷଣା…

ଟ୍ବିନସିଟିରେ ସଟଡାଉନ; କମିଶନରେଟ୍ ପୋଲିସର ଟ୍ରାଫିକ୍ ଆଡଭାଇଜରୀ ଜାରି

ଭୁବନେଶ୍ୱର: କୋଭିଡ-୧୯ର ବିସ୍ତାରକୁ ରୋକିବା ପାଇଁ ଆଗାମୀ ଜୁନ୍ ୩୦ ପର୍ଯ୍ୟନ୍ତ କଟକ ଏବଂ ଭୁବନେଶ୍ୱର ଭଳି ସହରରେ ସାପ୍ତାହିକ ବନ୍ଦ ତଥା ସଟଡାଉନ ଲାଗୁ କରାଯାଉଛି। ଏନେଇ କମିଶନରେଟ୍ ପୋଲିସ୍ ଯାତାୟାତ ପାଇଁ ଆଡଭାଇଜରୀ ଜାରି କରିଛନ୍ତି। ଏହାଛଡା ଜାଣନ୍ତୁ, ଏହି ସମୟରେ କ'ଣ ବନ୍ଦ ରହିବ ଆଉ…

ଭୁବନେଶ୍ୱରରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ଆଉ ୧୩ ଜଣ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରାଯାଇଛି। ଏହାକୁ ମିଶାଇ ଭୁବନେଶ୍ୱରରେ ବର୍ତ୍ତମାନ ୨୭ ଟି ସକ୍ରିୟ ମାମଲା ରହିଛି। ସେହିପରି ଗତ ମଙ୍ଗଳବାର ଦିନ ୧୧ ଜଣ ଓ…