ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଅବସରପ୍ରାପ୍ତ କୃଷି ବିଭାଗ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ରାଉରକେଲା: ଜନୈକ ଅବସରପ୍ରାପ୍ତ କୃଷି ବିଭାଗ ଓଭରସିୟର ଫକିର କର୍ଣ୍ଣଙ୍କ ବିରୋଧରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ତାଙ୍କ ଘରେ ଚଢାଉ କରିଛି ।
ମିଳିଥିବା ସୂଚନା ଅନୁଯାୟୀ ଆର୍ୟବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ରାଉରକେଲା ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ…