Latest Odisha News

BREAKING NEWS

ବିଶ୍ୱ ଟେଷ୍ଟ କ୍ରିକେଟ୍: ଶତକ ବିନା ସର୍ବାଧିକ ରନ୍ କରିଥିବା ଟପ୍-୩ ବ୍ୟାଟର

ଗାଲେ: ଟେଷ୍ଟ କ୍ରିକେଟରେ ଏ ଭଳି କେତେକ ବ୍ୟାଟ୍ସମ୍ୟାନ ଅଛନ୍ତିି ଯେଉଁମାନେ ଦଳର ଆବଶ୍ୟକତା ଅନୁସାରେ ଭଲ ରନ ସଂଗ୍ରହ କରିଛନ୍ତି । ତେବେ ସେମାନେ ଶତକ ହାସଲରେ ଅଳ୍ପକେ ରହିଛନ୍ତି । ଆସନ୍ତୁ ଜାଣିବା ଏ ଭଳି କେତେକ ବ୍ୟାଟ୍ସମ୍ୟାନଙ୍କ ସମ୍ପର୍କରେ.. ।  ଭାରତ ବିପକ୍ଷ ପ୍ରଥମ ଟେଷ୍ଟର ତୃତୀୟ…

ବିଶ୍ୱ ବ୍ୟାଡମିଣ୍ଟନ୍ ଚାମ୍ପିଅନ୍‌ସିପ୍ : ଦ୍ୱିତୀୟ ରାଉଣ୍ଡରେ ସିନ୍ଧୁ

ନୂଆଦିଲ୍ଲୀରେ ଆରମ୍ଭ ହୋଇଥିବା ବିଶ୍ୱ ବ୍ୟାଡମିଣ୍ଟନ୍ ଚାମ୍ପିଅନ୍‌ସିପ୍‌ରେ ଦୁଇଥରର ଅଲିମ୍ପିକ୍ ପଦକ ବିଜେତା ପି.ଭି. ସିନ୍ଧୁ ବିଜୟରୁ ନିଜର ଅଭିଯାନ ଆରମ୍ଭ କରିଛନ୍ତି। ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ସେ ଆୟରଲ୍ୟାଣ୍ଡର ସୋଫିଆ ନୋବେଲଙ୍କୁ ସିଧାସଳଖ ୨୧-୭, ୨୧-୧୧ ଗେମ୍‌ରେ ପରାସ୍ତ କରି…

ଶ୍ରୀଲଙ୍କା ୨୮୪ ରନରେ ଅଲଆଉଟ୍, ଭାରତକୁ ୧୭୮ ରନର ଗୁରୁତ୍ୱପୂର୍ଣ୍ଣ ଅଗ୍ରଣୀ

ଗାଲେ: ଗାଲେରେ ଖେଳାଯାଉଥିବା ଭାରତ ଓ ଶ୍ରୀଲଙ୍କା ପ୍ରଥମ ଟେଷ୍ଟର ତୃତୀୟ ଦିନରେ ଶ୍ରୀଲଙ୍କାର ପ୍ରଥମ ଇନିଂସ ୨୮୪ ରନରେ ସୀମିତ ରହିଛି । ଏହା ସହିତ ପ୍ରଥମ ଇନିଂସ ଆଧାରରେ ଭାରତ ୧୭୮ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି । ଖରାପ ଆଲୋକ ଓ ବର୍ଷା ଯୋଗୁଁ ତୃତୀୟ ଦିନର ଖେଳ ନିର୍ଦ୍ଧାରିତ…

CM Visits Flood Hit Areas:ବନ୍ୟାଞ୍ଚଳକୁ ବୋଟ୍‌ରେ ବୁଲି ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ;ଲୋକଙ୍କ ଦୁଃଖଦୁର୍ଦ୍ଦଶା…

ଦଶରଥପୁର:ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଆଜି ଯାଜପୁର ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ।ବୋଟ୍‌ରେ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଜେପି ରାଜ୍ୟ…

ରିଜର୍ଭ କନଷ୍ଟେବଳଙ୍କ ଝୁଲନ୍ତାଦେହ ଉଦ୍ଧାର

ଭୁବନେଶ୍ବର: ଢେଙ୍କାନାଳ ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଓଏସଏପି କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯବାନଙ୍କ ନାମ ଶଙ୍କର ପ୍ରଧାନ । ସେ ତାଙ୍କ ପରିବାର ସହ ଢେଙ୍କାନାଳ ଖମାର ସାହିର ଏକ…

ରାଷ୍ଟ୍ରପତି ଭବନରେ ଝାରସୁଗୁଡ଼ାର ଭେଷମତୀ ନାଏକ: ଦକ୍ଷତା, ଦୃଢ଼ତା ଓ ସଫଳତାର ଯାତ୍ରା

ଭୁବନେଶ୍ୱର: ଓଡ଼ିଶା ତଥା ଝାରସୁଗୁଡ଼ା ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି ଭେଷମତୀ ନାଏକ। ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ବ୍ଲକ ଅନ୍ତର୍ଗତ ତିଲେଇମାଲ ଗ୍ରାମର ଝିଅ ଭେଷମତୀ ନାଏକ, ଓରମାସ ଅଧୀନରେ ଡ଼ି.ଡ଼ି.ୟୁ.-ଜି.କେ.ୱାଇ (ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା)ରେ ପ୍ରଶିକ୍ଷିତ ଜଣେ…

କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଡାକ୍ତର

ଭୁବନେଶ୍ୱର: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର ବାବୁ। ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ୱାସ୍ଥ୍ୟକେନ୍ଦ୍ର କ୍ୟାପିଟାଲ ହସ୍ପିଟାଲରେ ଏକ ବଡ଼ଧରଣର ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ହସ୍ପିଟାଲର ଜଣେ ସହକାରୀ ସର୍ଜନ ଡାକ୍ତର ସତ୍ୟଜିତ୍ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ବିଭାଗ ୩୦ ହଜାର…

ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ମହିଳା ଏସଆଇ ଗିରଫ

ବଲାଙ୍ଗୀର: ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁଙ୍କ ଅପହରଣ ପଛର ଥିବା ରହସ୍ୟ ଧିରେ ଧିରେ ଖୋଲିବାରେ ଲାଗିଛି । ଏହି ଘଟଣାରେ ଆଉ ଦୁଇ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଦୁଇ ଜଣଙ୍କ ମଧ୍ୟରୁ ଜଣେ ପୋଲିସ କର୍ମଚାରୀ ଏବଂ ଅନ୍ୟଜଣେ ସାମ୍ବାଦିକ ବୋଲି ଜଣାପଡ଼ିଛି। ଏହି…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏକାଥରେ ମିଳିବ ୫ଟି କିସ୍ତି

ଭୁବନେଶ୍ବର: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ଟଙ୍କା। ରାକ୍ଷୀ ପୂର୍ଣ୍ଣିମାରେ ନୟାଗଡରେ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦେଇଛନ୍ତି ସୂଚନା। ୨୮…

ନୂଆ ଟିମ୍‌ ଘୋଷଣା କଲେ ବିଜେପି ଅଧ୍ୟକ୍ଷ: ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ସ୍ମୃତି-ବସୁନ୍ଧରାଙ୍କୁ ବଡ଼…

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତାଙ୍କର ନୂଆ କେନ୍ଦ୍ରୀୟ ସାଙ୍ଗଠନିକ ଟିମ୍ (କାର୍ଯ୍ୟକାରିଣୀ) ଘୋଷଣା କରିଛନ୍ତି। ଏହି ନୂଆ ଟିମରେ ୧୩ ବରିଷ୍ଠ ନେତାଙ୍କୁ ଉପାଧ୍ୟକ୍ଷ ଦାୟିତ୍ବ ମିଳିଛି। ଏହାସହ ମହିଳା ଓ ଯୁବ ଚେହେରାଙ୍କୁ ପ୍ରାଧାନ୍ୟ ଦିଆଯାଇଛି।…