ଆରପାରିରେ ବଲିଉଡର ପ୍ରଖ୍ୟାତ ଗୀତିକାର ଅନୱର ସାଗର
ମୁମ୍ବାଇ: ବଲିଉଡର ପ୍ରଖ୍ୟାତ ଗୀତିକାର ଅନୱର ସାଗର ଆଉ ନାହାନ୍ତି। ବୁଧବାର ଅପରାହ୍ନରେ ସେ ମୁମ୍ବାଇର କୋକିଲାବେନ ଧିରୁବାଇ ଅମ୍ବାନୀ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ସେ…