Latest Odisha News

BREAKING NEWS

ମହଙ୍ଗା ପଡିଲା ମିଛ ମାମଲା, ୫ ଲକ୍ଷ ଗଣିବେ ଥାନା ଅଧିକାରୀ

ଭୁବନେଶ୍ୱର: ମହଙ୍ଗା ପଡିଲା ମିଛ ମାମଲା । ଜୀବିତ ନାବାଳକଙ୍କୁ ହତ୍ୟା କରାଯାଇଥିବା ଦର୍ଶାଇ ୨ ଜଣଙ୍କୁ ଜେଲ୍ ପଠାଇଥିବା ମାମଲାରେ ପୋଲିସକୁ ମହଙ୍ଗା ପଡିଛି । ଏହି ମାମଲାରେ ଏବେ ଥାନା ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି ।…

ଓଡ଼ିଶାରେ ଲର୍ଣ୍ଣର ଲାଇସେନ୍ସ ଟେଷ୍ଟ ଲାଗି ସ୍ଲଟ୍ ବୁକିଂ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ଲର୍ଣ୍ଣର ଲାଇସେନ୍ସ (ଏଲଏଲ) ପରୀକ୍ଷା ପାଇଁ ସ୍ଲଟ୍ ବୁକିଂ ଗୁରୁବାର ସକାଳ ୧୧ଟାରୁ ଆରମ୍ଭ ହୋଇଛି। ଯାହା କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ ରହିଥିଲା। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟ୍ବିଟ୍ କରାଯାଇଛି।…

ପାଇଲଟ୍ ପାଲଟିଲେ ଫାଷ୍ଟଫୁଡ୍ ଦୋକାନୀ !

ଭୁବନେଶ୍ୱର: ପରିଚୟ ଅଜରିନ୍ ମୋହମ୍ମଦ ଜୱାୱି । ପେଶା ପାଇଲଟ୍ ତଥା ଫ୍ଲାଇଟ୍ ଇନ୍‌ଷ୍ଟ୍ରକ୍ଟର୍ । ହେଲେ ଏବେ ରାସ୍ତାକଡରେ ବିକୁଛନ୍ତି ନୁଡୁଲ୍ସ । ସୋସିଆଲ୍ ମିଡିଆରେ ଏହି ପାଇଲଟ୍‌ଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ଜଣେ ଫ୍ଲାଇଟ୍ ପାଇଲଟ୍ ନୁଡୁଲ୍ସ ବିକିବା ଘଟଣା ଯେତିକି ଭାଇରାଲ୍ ହୋଇଛି,…

ବ୍ରିଜ ଉପରେ ଦୁଇ ଭାଗ ହୋଇଗଲା ମାଲବାହୀ ଟ୍ରେନ୍

କୋରାପୁଟ: ମଝିରୁ ଅଲଗା ହୋଇଗଲା ଚଳନ୍ତା ମାଲବାହୀ ଟ୍ରେନ୍ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଷ୍ଟେସନରୁ କିଛି କିଲୋମିଟର ଦୂରରେ ମାଲବାହୀ ଟ୍ରେନ୍ ଦୁଇ ଭାଗ ହୋଇଗଲା । ଟ୍ରେନର ପଛ ଭାଗ ବ୍ରିଜ୍ ଉପରେ ରହିଯାଇଥିଲା । ଗାର୍ଡଙ୍କଠାରୁ ସୂଚନା ପାଇ ସଙ୍ଗେ ସଙ୍ଗେ ଟ୍ରେନ୍କୁ ଅଟକାଇଥିଲେ ଲୋକୋ…

୬ ଦିନ ପରେ ଘରକୁ ଫେରିଲେ ଅପହୃତ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ

ରାଉରକେଲା: ଘରକୁ ଫେରିଲେ ନିଖୋଜ ବ୍ୟବସାୟୀ । ଦୀର୍ଘ ୬ ଦିନ ପରେ ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁରର ଯୁବ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ ଘରକୁ ଫେରିଛନ୍ତି । ଗତକାଲି ରାତିରେ ରହସ୍ୟଜନକ ଭାବେ ସେ ଘରକୁ ଫେରିଥିବା ସୂଚନା ମିଳିଛି। ଏନେଇ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ସ୍ପଷ୍ଟ କରିଥିବା ବେଳେ…

ଉପନିର୍ବାଚନ ବିଜୟ ପରେ ବିଜେଡି କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନବୀନ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବାଜି ମାରିଛି ବିଜେଡି । ସଫଳତା ପରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନମଣ୍ଡଳୀର ଦଳୀୟ କର୍ମକର୍ତ୍ତାଙ୍କୁ ଆଜି ସମ୍ବୋଧିତ କରିବେ । ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର…

କବିତା: କଥା ଥିଲା

ଜୟଶ୍ରୀ ଦାଶ ଶେଷ ଶ୍ରାବଣର ଭିଜା ବରଷାରେ ଭିଜିବାକୁ କଥା ଥିଲା ଜହ୍ନ ରାଇଜରେ ଜୋଚ୍ଛନା ଜୁଆରେ ହଜିବାକୁ କଥା ଥିଲା ସୁନେଲୀ ସଂଜ ରେ ସାଗର ବେଳାରେ ତୋଳିବାକୁ ବାଲି ଘର କଥା ଥିଲା ପ୍ରିୟ ପରଷି ଦେବାକୁ ପ୍ରୀତିର ପୀୟୁଷ ଝର ସପନ ବଣିକ ସାଜି ଦରିଆରେ ସୁଖର ନଉକା ବାହି ବାହି…

ଓଡ଼ିଆ ସିନେମାରେ ଗୀତ ଗାଇଲେ ଦୁଲେ ରାପର

ଭୁବନେଶ୍ୱର: ୟୁଟ୍ୟୁବ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ଵର ତାଣ୍ଡି ଓରଫ ଦୁଲେ ରାପରଙ୍କୁ ଓଡ଼ିଆ ସିନେମାରେ ଗୀତ ଗାଇଛନ୍ତି। ତାଙ୍କୁ ଚଳଚ୍ଚିତ୍ରର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ତାଙ୍କ ଆଗାମୀ ଚଳଚ୍ଚିତ୍ର ପାଇଁ ଗୀତ ଗାଇବାର ସୁଯୋଗ…

ଉଲଗ୍ନ ହୋଇ ଥାନା ସାମ୍ନାରେ ମହିଳାଙ୍କ ଉନ୍ମତ୍ତକାଣ୍ଡ

ପାଲଲହଡା: ଅନୁଗୁଳ ଜିଲ୍ଲା ପାଲଲହଡା ଅଞ୍ଚଳସ୍ଥିତ ଏକ ଥାନା ସମ୍ମୁଖରେ ଜଣେ ମହିଳାଙ୍କ ଉଲଗ୍ନ ହୋଇ ଲୋକଙ୍କୁ ମାରପିଟ ସହ ରାସ୍ତା ଅବରୋଧ କରିଥିବା ଜଣାପଡିଛି। ସୂଚନା ଅନୁସାରେ ଆଜି ସକାଳ ପ୍ରାୟ ୮ଟା ସମୟରେ ଜଣେ ମହିଳା ଥାନା ସମୁଖରେ ପହଞ୍ଚିଥିଲେ। ପରେ କୌଣସି କାରଣ ବଶତଃ ସେ ହଠାତ୍…

ଆସନ୍ତା ୧୬ ତାରିଖରେ ଶପଥ ନେବେ ନୀତିଶ କୁମାର !

ପାଟନା: ବିହାର ବିଧାନସଭା ନିର୍ବାଚନରେ ଏନଡିଏକୁ ସ୍ପଷ୍ଟ ବହୁମତ ମିଳିଛି । ପୁଣି ଥରେ ବିହାର କମାଣ ଧରିବେ ନୀତିଶ କୁମାର । ସେ ମୁଖ୍ୟମନ୍ତ୍ରୀ ହେବା ବିଜେପି ସ୍ପଷ୍ଚ କରିବା ପରେ ସରକାର ଗଠନ ନେଇ ଆରମ୍ଭ ହୋଇଛି କସରତ । ଆସନ୍ତା ୧୬ ତାରିଖରେ ନୀତିଶ କୁମାର ବିହାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ…