Latest Odisha News

BREAKING NEWS

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

କଟକ: ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର । କଟକ ସଦର ଥାନା ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ମାରିଛି । ଫେରାର ଅଭିଯୁକ୍ତ ଜଣକ ହେଲେ ଯୁଗା ଖାଁ । ପେଷାଦାର ଅପରାଧୀ ଭାବେ ବୁଧବାର ଯୁଗା ଖାଁକୁ ପୋଲିସ ଉଠାଇ ଆଣିଥିଲା । ବିଳମ୍ବିତ ରାତିରେ ଡ୍ୟୁଟି କରୁଥିବା କନେଷ୍ଟବଳଙ୍କୁ ଧକ୍କା ଦେଇ…

ଭୁବନେଶ୍ୱରର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କିରାଣୀ ଉଦୟନାଥ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ସୁନ୍ଦରପଦାର ଘର, ଭୁବନେଶ୍ୱର ଅଫିସ ଏବଂ କେନ୍ଦ୍ରାପଡା ରାଜନଗର ପୈତୃକ ଘରେ ରେଡ୍ କରିଛି ଭିଜିଲାନ୍ସ…

ପାଟଣାଗଡ ଗଣହତ୍ୟା ପଛରେ ପୂର୍ବ ଶତ୍ରୁତା ! ୨ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବଲାଙ୍ଗିର: ବଲାଙ୍ଗିର ପାଟଣାଗଡର ଗୋଟିଏ ପରବାରର ୬ ଜଣଙ୍କୁ ନିର୍ମମ ହତ୍ୟା ଘଟଣାରେ ପୋଲିସ ମିଳିଛୁ ନୂଆ ନୂଆ ଖିଅ । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ସେପଟେ ମୃତକଙ୍କ ଆଉ ୩ ପୁଅ ଗାଁରେ ପହଂଚିଛନ୍ତି । ୩ ପୁଅଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି । ଅଟକ…

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ବଢ଼ି ଚାଲିଛି କରୋନାରେ ପ୍ରାଣ ହରାଉଥିବା ମୃତକଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ପୁଣି ଥରେ ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀର ଧୀରେ ରାଜ୍ୟରେ କମୁଛି କରୋନା କାୟା । ଖସୁଛି ଦୈନିକ ପଜିଟିଭି କେସ୍ । ଆକ୍ଟିଭ କେସ୍ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ପୁଣି ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଛନ୍ତି ଆଉ ୯୮୬ ଜଣ । କ୍ୱାରେଣ୍ଟାଇନରୁ ୫୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଅଜଣା ଗାଡ଼ି ଧକ୍କାରେ ମାଆ ଓ ପୁଅ ମୃତ, ବାପା ଗୁରୁତର

ବାଲେଶ୍ୱର: ଅଜଣା ଗାଡି ଧକ୍କାରେ ମାଆ ଓ ପୁଅଙ୍କ ମୃତ୍ୟୁ । ବାପା ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ଖନ୍ତପଡ଼ା ଅନ୍ତର୍ଗତ ଓଳିଆପାଟଣା ପେଟ୍ରୋଲ ପମ୍ପ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଅଜଣା ଗାଡ଼ି ଧକ୍କା ଦେଇ ପଳାଇ ଯାଇଛି ।…

ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର: ଭିଜିଲାନ୍ସ ଜାଲରେ ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସର କିରାଣି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି । ତାଙ୍କ ନାଁ ରତ୍ନାକତ ମହାନ୍ତି । ରତ୍ନାକରଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ…

ଦେଶରେ ୫ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଜାଣନ୍ତୁ ୨୪ ଘଣ୍ଟାର ରିପୋର୍ଟ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମୁଛି ଆକ୍ଚିଭ କେସ୍ । ବଢୁଛି ସୁସ୍ଥ ହାର । ଦୈନିତ ସଂକ୍ରମିତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୭ ହଜାର ୯୦୫ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩…

ନାସାର ରୋଭର୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ୧୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ବଡ଼ ସଫଳତା । ପ୍ରଥମ ଥର ଆନ୍ତର୍ଜାତିକ ପ୍ରତିଯୋଗିତା ‘ନାସା’ ରୋଭର୍‌ ଚାଲେଞ୍ଜ-୨୦୨୧ ପାଇଁ ଭାରତରୁ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ୧୦ ଜଣ ସ୍କୁଲ ଛାତ୍ରଛାତ୍ରୀ । ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ଏପ୍ରିଲରେ ଆୟୋଜନ ହେବ ଏହି…

“ବାଇପୋଲାର ଡିଜଅଡର” କ’ଣ, ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: "ବାଇପୋଲାର ଡିଜଅଡର" ବାଇପୋଲାର ଆଫେକ୍ଟିଭ ଡିଜଅଡର ।ଏହା ଏକ ମାନସିକ ରୋଗ ଯେଉଁଥିରେ ସାମୟିକ ଉଚ୍ଚ ପ୍ରସନ୍ନତାଓ ତୀବ୍ର ଅବସାଦଦେଖାଯାଏ । ଉଚ୍ଚ ପ୍ରସନ୍ନତାକୁ ଗମ୍ଭୀରତା ଅନୁଯାୟୀ ବା ସାଇକୋସିସ ଥିଲେ ମାନିଆ ବା ହାଇପୋମାନିଆ ନାମ ଦିଆଯାଏ । ମାନିଆ ଥିଲେ ରୋଗୀ ଅହେତୁକ…