ଆଜି ମହାପ୍ରଭୁଙ୍କ ଚମ୍ପକ ଦ୍ଵାଦଶୀ: ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ: ଆଜି ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ।ଏନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ବିଧି ଅନୁସାରେ ସମସ୍ତ ନୀତିକୁ ସମ୍ପାଦନ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ତେବେ ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ଅବସରରେ…