ଆମେରିକାର ଉପରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହାରିସ୍
ଓ୍ବାଶିଂଟନ : ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜୋ ବାଇଡେନ୍ । ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜୋ ବାଇଡେନ୍। ବାଇଡେନ୍ଙ୍କ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଭାରତୀୟ ବଂଶୋଦ୍ଭବ କମଳା ହାରିସ୍ ।
ଆମେରିକାର ପ୍ରଥମ ମହିଳା ତଥା ପ୍ରଥମ…